କରାଚୀ ଆକ୍ରମଣରେ ବିଚଳିତ ପାକିସ୍ତାନ, ଆଫଗାନିସ୍ତାନରେ ବିମାନ ଆକ୍ରମଣ କରି ୩୫ ସାଧାରଣ ନାଗରିକଙ୍କୁ ହତ୍ୟା ଇସଲାମାବାଦ,୨୯।୬: କରାଚୀରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେବା ପାଇଁ, ପାକିସ୍ତାନ ରବିବାର ଏବଂ ସୋମବାର ମଧ୍ୟରାତ୍ରିରେ ପ୍ରାୟ 12:30 AM ସମୟରେ ତିନୋଟି ଆଫଗାନିସ୍ତାନ ପ୍ରଦେଶ ଉପରେ ବିମାନ ଆକ୍ରମଣ କରିଥିଲା। ପାକିସ୍ତାନ ସରକାର ଆତଙ୍କବାଦୀ ସଂଗଠନ ତେହରିକ-ଇ-ତାଲିବାନ ଏବଂ…