ଆରାଧନାଙ୍କୁ ମିଳିପାରେ ଗୁରୁ ଦାୟିତ୍ୱ; ଅଜୟ ରାୟଙ୍କୁ ମିଳିପାରେ ଛୁଟି
ନୂଆଦିଲ୍ଲୀ,୧।୧୦: ମିଳିଥିବା ସୂତ୍ର ଅନୁଯାୟୀ, ଆରାଧନା ମିଶ୍ର ୟୁପି (ଉତ୍ତର ପ୍ରଦେଶ) କଂଗ୍ରେସର ରାଜ୍ୟ ସଭାପତି ହୋଇପାରନ୍ତି। ଉତ୍ତର ପ୍ରଦେଶରେ ଆଗାମୀ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ବର୍ତ୍ତମାନର ସଭାପତି ଅଜୟ ରାୟଙ୍କୁ ହଟାଇ ନୂତନ ରାଜ୍ୟ ସଭାପତି…

