ଅଜିତ ଅଗରକରଙ୍କ ରିପ୍ଲେସମେଣ୍ଟ ଉପରେ ଲାଗିଲା ମୋହର! ଏହି ପୂର୍ବତନ ଖେଳାଳି ନେବେ…
ନୂଆଦିଲ୍ଲୀ,୧୮।୧୦: ପୂର୍ବତନ ସ୍ପିନ ବୋଲର ରମେଶ ପାୱାର ଚୟନ କମିଟିରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ରିପୋର୍ଟ ଅନୁଯାୟୀ, ପ୍ରଜ୍ଞାନ ଓଝା ଭାରତୀୟ ଦଳର ମୁଖ୍ୟ ଚୟନକର୍ତ୍ତା ଭାବରେ କାର୍ଯ୍ୟ ଜାରି ରଖିବେ, ଯେତେବେଳେ କି ଅଜିତ ଅଗରକରଙ୍କ ବିଦାୟ ପରେ…
ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ
ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍ପ୍ରେମୀଙ୍କ ମନରେ ରହିଛି । ୨୦୨୫ ମେ’ ୭ ତାରିଖରେ ରୋହିତ ଶର୍ମା ଏବଂ ମେ’ ୧୨…
‘ଇତିହାସ ସର୍ବଦା…’: ଅଜିତ ଅଗରକରଙ୍କୁ ବିଦାୟ ଜଣାଇ ଏମିତି କ’ଣ କହିଲେ ଗୌତମ ଗମ୍ଭୀର, ଓଦା ହୋଇଯାଉଛି ଆଖି!
ନୂଆଦୀଲ୍ଲୀ,୭।୧୦: ଗୌତମ ଗମ୍ଭୀର ଅଜିତ ଅଗରକରଙ୍କ ପାଇଁ ଏକ ଭାବପୂର୍ଣ୍ଣ ବିଦାୟକାଳୀନ ବାର୍ତ୍ତା ଲେଖିଛନ୍ତି, ଯିଏ ନିକଟରେ ମୁଖ୍ୟ ଚୟନକର୍ତ୍ତା (Chief Selector) ଭାବରେ ନିଜର କାର୍ଯ୍ୟକାଳ ଶେଷ କରିଛନ୍ତି। ଅଗରକରଙ୍କ ସହ କାମ କରିବାକୁ ଏକ ସମ୍ମାନ ବୋଲି ବର୍ଣ୍ଣନା…
ବିଦାୟ ନେଲେ ଅଜିତ ଅଗରକର, ପରବର୍ତ୍ତୀ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ରେସ୍ରେ ଅଛନ୍ତି ଏମାନେ..
ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟେରେ ବଡ଼ ଧରଣର ପରିବର୍ତ୍ତନ ହେବାକୁ ଯାଉଛି। ବିସିସିଆଇ (BCCI)ର ବରିଷ୍ଠ ଚୟନ କମିଟିର ମୁଖ୍ୟ ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଅକ୍ଟୋବର ୪ ରେ ଶେଷ ହୋଇଛି। ବର୍ତ୍ତମାନ ପ୍ରଶ୍ନ ଉଠୁଛି ଯେ, ତାଙ୍କ ସ୍ଥାନ କିଏ ନେବ?…
ଇସ୍ତଫା ଦେବେ ଅଜିତ ଅଗରକର; ଏହି ତାରିଖରେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ନାମ ଘୋଷଣା କରିବ BCCI
ନୂଆଦିଲ୍ଲୀ,୨୪।୯: ବର୍ତ୍ତମାନ ‘ବୋର୍ଡ ଅଫ କଣ୍ଟ୍ରୋଲ ଫର୍ କ୍ରିକେଟ ଇନ ଇଣ୍ଡିଆ’ (BCCI) ସମ୍ମୁଖରେ ଥିବା ସବୁଠାରୁ ବଡ଼ ସମସ୍ୟା ହେଉଛି ଜଣେ ନୂଆ ମୁଖ୍ୟ ଚୟନକର୍ତ୍ତାଙ୍କ ଚୟନ। ବର୍ତ୍ତମାନ ଏହି ପଦବୀରେ ଥିବା ଅଜିତ ଅଗରକରଙ୍କ କାର୍ଯ୍ୟକାଳ ଶେଷ ହେବାକୁ…
ବୁମରାଙ୍କୁ ନେଇ BCCI ସହ ଅଗରକରଙ୍କ ମଧ୍ୟରେ ମତଭେଦ; ଗାଏକୱାଡ଼ଙ୍କୁ ନେଇ ମଧ୍ୟ ବିବାଦ
ନୂଆଦିଲ୍ଲୀ,୨୧।୯: ଅଜିତ ଅଗରକରଙ୍କୁ ନେଇ ନୂଆ ତଥ୍ୟ ସାମ୍ନାକୁ ଆସୁଛି। ରୋହିତ ଶର୍ମାଙ୍କ ପ୍ରସଙ୍ଗରେ ବିସିସିଆଇ (BCCI)ର ବରିଷ୍ଠ ଅଧିକାରୀ ଏବଂ ଭିଭିଏସ ଲକ୍ଷ୍ମଣଙ୍କ ସହ ମତଭେଦକୁ ଅଗରକରଙ୍କ ମୁଖ୍ୟ ଚୟନକର୍ତ୍ତା ପଦରୁ ଓହରିଯିବାର କାରଣ ଭାବରେ ଦର୍ଶାଯାଉଥିଲେ ମଧ୍ୟ, ପ୍ରକୃତ…
ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…
ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ ‘ଖୁବ ଶୀଘ୍ର ଆସୁଛି। ମୁଁ ଏଥିରେ ସାମିଲ ଅଛି’ (Coming soon. I’m…
ୱେଷ୍ଟଇଣ୍ଡିଜ୍ ବିପକ୍ଷ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା; ଏହି ୨ ନୂଆ ଖେଳାଳିଙ୍କୁ ମିଳିଲା ସ୍ଥାନ
ନୂଆଦିଲ୍ଲୀ,୧୬।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଆଗାମୀ ଦିନିକିଆ ଓ ଟି-୨୦ ସିରିଜ୍ ପାଇଁ ଟିମ୍ ଇଣ୍ଡିଆର ଦଳ ଘୋଷଣା ହୋଇଛି । ଏହି ଚୟନକୁ ନେଇ କ୍ରିକେଟ୍ପ୍ରେମୀଙ୍କ ମଧ୍ୟରେ ବେଶ୍ ଉତ୍ସୁକତା ରହିଥିଲା। ଚୟନକର୍ତ୍ତାଙ୍କ ନେଇ ଚର୍ଚ୍ଚା ମଧ୍ୟରେ ଦଳ ଘୋଷଣା ପରେ…
ବିପଦରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ପଦବୀ? BCCI ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ
ନୂଆଦିଲ୍ଲୀ,୧।୯: ଅଜିତ ଆଗରକର ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଭାବରେ ରହିବେ କି ନାହିଁ ସେ ବିଷୟରେ BCCI ଖୁବ ଶୀଘ୍ର ଏକ ବଡ଼ ନିଷ୍ପତ୍ତି ନେବାକୁ ପ୍ରସ୍ତୁତ ହେଉଛି। ଅଗରକରଙ୍କ କାର୍ଯ୍ୟକାଳ ସେପ୍ଟେମ୍ବରରେ ଶେଷ ହେବାକୁ ଯାଉଛି। ବର୍ତ୍ତମାନ ସବୁଠାରୁ…
ବିଶ୍ୱକପ ପୂର୍ବରୁ ଅଜିତ ଅଗରକରଙ୍କୁ ଯଦି ବାଦ ଦିଆଯାଏ, ତେବେ ଟିମ ଇଣ୍ଡିଆର ନୂଆ ମୁଖ୍ୟ ଚୟନକର୍ତ୍ତା କିଏ ହେବେ? ୩ ନାମକୁ ନେଇ ଚର୍ଚ୍ଚା
ନୂଆଦିଲ୍ଲୀ,୫।୮: ଭାରତୀୟ କ୍ରିକେଟରେ ପରିବର୍ତ୍ତନର ସମୟ ଆସିଯାଇଛି ବୋଲି ମନେ ହେଉଛି। ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କୁ ତାଙ୍କ ପଦବୀରୁ ହଟାଯାଇପାରେ। ବିସିସିଆଇ ତାଙ୍କ ପ୍ରଦର୍ଶନରେ ଅସନ୍ତୁଷ୍ଟ ଥିବା ଜଣାପଡୁଛି ଏବଂ ତାଙ୍କ ସ୍ଥାନ ନେବା ପାଇଁ ଯୋଜନା…
ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର
ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ନଥିଲେ। ତାଙ୍କ ସ୍ଥାନରେ ଶ୍ରେୟସ ଆୟରଙ୍କୁ ଅଧିନାୟକ ଦାୟିତ୍ୱ ଦିଆଯାଇଥିଲା।…
ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର
ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର ଧରିଲାଣି। ଆଇପିଏଲରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବଙ୍କୁ ଇଂଲଣ୍ଡ ଏବଂ ଆୟରଲ୍ୟାଣ୍ଡରେ ହେବାକୁ…

