ଶେଷ କଲ୍, ଶେଷ ଉଡ଼ାଣ… ଅଜିତ ପାଓ୍ବାରଙ୍କ ପରିଚାରିକା ପିଙ୍କି ମାଲିଙ୍କ କାହାଣୀ ସମସ୍ତଙ୍କ ଆଖିରେ ଆଣିବ ଲୁହ ମୁମ୍ବାଇ,୨୮ା୧: ବାରାମତି ବିମାନ ଦୁର୍ଘଟଣାରେ ବୁଧବାର ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କ ଦେହାନ୍ତ ହୋଇଛି। ଏହି ଦୁର୍ଘଟଣାରେ ଅଜିତ ପାଓ୍ବାରଙ୍କ ସମେତ ଆଉ ୫ ଜଣଙ୍କର ମଧ୍ୟ ମୃତ୍ୟୁ ହୋଇଛି। ଯେଉଁଥିରେ ଅଜିତଙ୍କ ବିମାନ ପରିଚାରିକା ପିଙ୍କି ମାଲି ମଧ୍ୟ ସାମିଲ…