କୋରେଇ ରାଜନୀତିରେ ନାଟକୀୟ ମୋଡ଼, ଅଭିନେତା ବନାମ ଅଭିନେତ୍ରୀଙ୍କ ଭିତରେ ହୋଇପାରେ ଲଢେଇ! ଯାଜପୁର,୪।୪: କୋରେଇ ବିଧାନସଭା ଆସନରେ ମୁହାଁମୁହିଁ ହୋଇପାରନ୍ତି ଅଭିନେତା ଅଭିନେତ୍ରୀ। ଭାଜପା ଏଠାରେ ଅଭିନେତା ଆକାଶ ଦାସ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଥିବା ବେଳେ କୋରେଇରୁ ନିର୍ବାଚନ ଲଢ଼ିବାକୁ ଇଚ୍ଛା ପ୍ରକାଶ କରିଛନ୍ତି ଝିଲିକ୍ ଭଟ୍ଟାଚାର୍ଯ୍ୟ। କୋରେଇ ନିର୍ବାଚନ ମଣ୍ଡଳୀର...