ଏ-୧ ଗ୍ରେଡ୍ରେ ପାସ୍ କରିଥିବା ଛାତ୍ରଙ୍କୁ ଭେଟି ଆଶୀର୍ବାଦ ଦେଲେ ପ୍ରଧାନଶିକ୍ଷକ, କହିଲେ ଜଣେ ଦକ୍ଷ ଛାତ୍ର ଭାବେ… କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ ଜବାହର ଉଚ୍ଚ ବିଦ୍ୟାପୀଠ (କ) ଛାତ୍ର ଆକାଶ ସାହୁଙ୍କୁ ପ୍ରଧାନଶିକ୍ଷକ ବୁଦ୍ଧଦେବ ପୋଢ଼…