ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ ଆଳତି ଓ ପରେ କନିକା ରାଜାଙ୍କ ଦ୍ବାରା ପହିଲି ଘର୍ଷଣ ଲାଗି କରା…