କିଏ ସେ ଆକୃତି ଅଗ୍ରଓ୍ବାଲ? ଯାହାଙ୍କ ପ୍ରେମରେ କ୍ଲିନ୍ ବୋଲ୍ଡ ହେଲେ ପୃଥ୍ବୀ ଶ’; ନିର୍ବନ୍ଧ ପରେ… ମୁମ୍ବାଇ,୮।୩: ଭାରତୀୟ କ୍ରିକେଟ ଦଳର ବିସ୍ଫୋରକ ଓପନର୍ ପୃଥ୍ବୀ ଶ’ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିବାକୁ ଯାଉଛନ୍ତି। ସେ ନିଜର ଦୀର୍ଘ ଦିନର ବାନ୍ଧବୀ ତଥା ଜଣାଶୁଣା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଆକୃତି ଅଗ୍ରୱାଲଙ୍କ ସହ ନିର୍ବନ୍ଧ…