ଭାରତୀୟ ଟିମକୁ ବଡ଼ ଝଟକା, ଟି-୨୦ ସିରିଜରୁ ବାହାରି ଗଲେ ଅକ୍ଷର ପଟେଲ, ବୁମରାହଙ୍କୁ ନେଇ କ’ଣ ରହିଛି ଅପଡେଟ ଜାଣନ୍ତୁ ନୂଆଦିଲ୍ଲୀ, ୧୬।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ତୃତୀୟ ମ୍ୟାଚ ରବିବାର, ଡିସେମ୍ବର ୧୪, ୨୦୨୫ରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି...