ମାଡ଼ି ଆସୁଛି ବାତ୍ୟା: ହାଇ ଆଲର୍ଟରେ ରାଜ୍ୟ ପ୍ରଶାସନ,୨୪ ଘଣ୍ଟିଆ ଡ୍ୟୁଟିରେ ୧୦ ବରିଷ୍ଠ IAS ଅଧିକାରୀ
ଭୁବନେଶ୍ୱର,୧୮ା୧୧: ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ସଫଳ ମୁକାବିଲା ତଥା ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ସହ ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ…

