ଅଳକା ଖନନ ଠିକ୍ ଭାବେ ହୋଇ ପାରିନାହିଁ: ମୁଖ୍ୟମନ୍ତ୍ରୀ ଜଗତସିଂହପୁର,୨୩ା୮(ପ୍ରମୋଦ କୁମାର ନାୟକ): ଜଗତ୍ସିଂହପୁର ଜିଲାର ଏକଦା ଲାଇଫଲାଇନ୍ କୁହାଯାଉଥିବା ଅଳକା ନଦୀ ଆଜି ମୃତପ୍ରାୟ। ଏହି ନଦୀର ଅନେକ ସ୍ଥାନ ଜବରଦଖଲରେ ଅଛି। ଏହାକୁ ନେଇ ଜଗତ୍ସିଂହପୁର ବିଧାୟକ ଅମରେନ୍ଦ୍ର ଦାସ ଚିନ୍ତାପ୍ରକଟ କରିଛନ୍ତି। ଏହି ନଦୀକୁ ଜମି...