ଗ୍ଲୋବାଲ ଓ୍ବାର୍ମିଂ: ଆଲାସ୍କାର ସମୁଦ୍ରରୁ ହଜିଗଲେଣି ସ୍ନୋ କ୍ରାବ ଓ୍ବାଶିଂଟନ୍, ୨୦।୧୦: ଜଳବାୟୁ ପରିବର୍ତ୍ତନ ବିଶ୍ୱ ପାଇଁ ଏକ ବଡ ସମସ୍ୟା ଭାବରେ ଉଭା ହୋଇଛି। ଜନସମାଜ ପାଇଁ ଗ୍ଲୋବାଲ ଓ୍ବାର୍ମିଂ ବିପଦ ସାଜିଥିବାବେଳେ ଚଳିତ ବର୍ଷ ଗ୍ଲୋବାଲ ବଏଲିଂ ମୁଣ୍ଡବିନ୍ଧାର କାରଣ ପାଲଟିଛି। ଉଦାହରଣ ସ୍ବରପ ଚଳିତ ବର୍ଷର...