ସକାଳୁ ସକାଳୁ ଅଲେଖ ଧର୍ମାବଲମ୍ବୀ ବାବାଙ୍କୁ ବୀଭତ୍ସ ହତ୍ୟା, ଶୌଚ ହେବାକୁ ଯାଇଥିବାବେଳେ ଦୁର୍ବୃତ୍ତ… କେନ୍ଦୁଝର,୧୯ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ଉପରରାଇଗୋଡ଼ା ପଞ୍ଚାୟତ ରଆମୁଣି ଗ୍ରାମର ଭରାଳି ସାହିରେ ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଫଳରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ତାଙ୍କ ନାମ ଶ୍ରୀକାନ୍ତ…