ଜାପାନକୁ ସୁନାମି ଆଲର୍ଟ, ଲୋକେ ଭୟଭୀତ ଟୋକିଓ,୯।୧୧: ରବିବାର ଉତ୍ତର ଜାପାନ ଉପକୂଳରେ ଏକ ଶକ୍ତିଶାଳୀ ଭୂମିକମ୍ପ ହେବା ପରେ ଜାପାନ ପାଣିପାଗ ସଂସ୍ଥା ସୁନାମି ଚେତାବନୀ ଜାରି କରିଛି। ପାଣିପାଗ ସଂସ୍ଥା ରିପୋର୍ଟ କରିଛି ଯେ ୬.୭ ତୀବ୍ରତାର ପ୍ରାରମ୍ଭିକ ଭୂମିକମ୍ପ ଇୱାଟେ ପ୍ରଦେଶର ଉପକୂଳରୁ...