‘ଆଲଗୋରିଦମକୁ ଭୁଆଁ ବୁଲାଅ…’ ସୋସିଆଲ ମିଡିଆରେ ସରକାରଙ୍କୁ ଘେରିବା ପାଇଁ CJPର ନୂଆ ‘କୋଡୱାର୍ଡ’ ଯୋଜନା ଭାଇରାଲ
ନୂଆଦିଲ୍ଲୀ,୩୦।୧୦: ‘କକରୋଚ ଜନତା ପାର୍ଟି’ (CJP) ନିଜ ସମର୍ଥକମାନଙ୍କୁ ସୋସିଆଲ ମିଡିଆରେ ସରକାରଙ୍କୁ ସମାଲୋଚନା କରୁଥିବା ବିଷୟବସ୍ତୁ ପୋଷ୍ଟ କରିବା ଏବଂ ଭିଡିଓ ତିଆରି କରିବା ପାଇଁ ନୂଆ କୌଶଳ ଶିଖାଉଛି। ସେମାନେ ବୁଝାଉଛନ୍ତି ଯେ, ଯଦି ପୋଷ୍ଟ, ଭିଡିଓ କିମ୍ବା…

