Ali Khamenei Dead: ଖାମେନେଇଙ୍କ ପରେ କିଏ? ରକ୍ତମୁଖା ହେଲା ଇରାନ ତେହରାନ୍,୧।୩: ଇରାନର ସର୍ୱୋଚ୍ଚ ନେତା ଅଲି ଖାମନେଇ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣରେ ପ୍ରାଣ ହରାଇଛନ୍ତି। ଏହି ଘଟଣା ନିଶ୍ଚିତ ହୋଇଛି ଏବଂ ଇରାନରେ ଏକ ଜାତୀୟ ଶୋକ ପାଳନ ଘୋଷଣା କରାଯାଇଛି। ଏହି ସମୟରେ, ଇରାନର ନୂତନ ସର୍ୱୋଚ୍ଚ ନେତା…