ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍ ଦାବି, ଆଲାଇନ୍ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି… ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ସରକାର ଆସିବା ପରେ ଗଞ୍ଜାମ ଜିଲା ଚିକିଟି ନିକଟ ବାହୁଦା…