ଅଣ୍ଡାରୁ ବାହାରିବା ପରେ ସମୁଦ୍ର ମୁହାଁ ହେଉଛନ୍ତି ଅଲିଭ୍ ରିଡ୍ଲେ ଶାବକ ଗଞ୍ଜାମ,୧୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ଅଞ୍ଚଳ ସମୁଦ୍ର ବେଳାଭୂମିରେ ଅଲିଭ ରିଡ୍ଲେ କଇଁଛ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ ହୋଇଛି। ଦୈନିକ ଏବେ ଅଣ୍ଡାରୁ ଛୁଆ ବାହାରି ସମୁଦ୍ର ମୁହାଁ ହେଉଛନ୍ତି। ଗତ ନଭେମ୍ବରରୁ ଜାନୁଆରୀରେ ସମୁଦ୍ରରେ...