ନୂଆଦିଲ୍ଲୀ,୧୪।୭: ଭାରତୀୟ ଟିମ୍ ଚାମ୍ପିଅନ୍ସ ଅଫ୍ ଲିଜେଣ୍ଡ୍ସ ଫାଇନାଲରେ ପାକିସ୍ତାନକୁ ପାଞ୍ଚ ୱିକେଟରେ ହରାଇବା ପରେ ଅଧିନାୟକ ଯୁବରାଜ ସିଂ ତାଙ୍କର ସର୍ବକାଳୀନ ଏକାଦଶ ଚୟନ କରିଛନ୍ତି।…