ଦୀପାବଳି ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବଢ଼ାଇଲେ ମହଙ୍ଗା ଭତ୍ତା, ଜାଣନ୍ତୁ କେତେ … ଭୁବନେଶ୍ୱର,୧୬ା୧୦: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୀପାବଳି ପୂର୍ବରୁ ଗୁରୁବାର ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୫ ପ୍ରତିଶତରୁ ୫୮ ପ୍ରତିଶତ ଅର୍ଥାତ୍ ୩ ପ୍ରତିଶତ ବୃଦ୍ଧି କରିଛନ୍ତି ସରକାର। ଏହା…