ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ… ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍ ଦିଗରେ ବା ଠିକ୍ ସ୍ଥାନରେ ଲଗାଯାଏ; ତା’ହେଲେ ଏହା ଘର ପାଇଁ ଅନେକ ଉନ୍ନତିର…