ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ହସ୍ତକ୍ଷେପ କରିବାକୁ ମନାକଲେ ହାଇକୋର୍ଟ କଟକ,୭ା୨ (କାର୍ତ୍ତିକ ସାହୁ) ରାଜ୍ୟ ସରକାରଙ୍କ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାରେ ପ୍ରକଳ୍ପ ଚୟନ ଓ ସେଗୁଡ଼ିକର କାର୍ଯ୍ୟକାରିତା କ୍ଷେତ୍ରରେ ପଞ୍ଚାୟତର ନିର୍ବାଚିତ ଲୋକପ୍ରତିନିଧିଙ୍କର ସହଭାଗିତା ରହିବା ଉଚିତ ବୋଲି ମତ ଦେଇଛନ୍ତି ହାଇକୋର୍ଟ। ରାଜ୍ୟ ସରକାର ତୃଣମୂଳ...