ଏତଲା ପାଇଁ ଯିବାକୁ ପଡ଼ିବନି ଥାନା,‘ଆମ ସାଥୀ’ରେ ମିଳିବ ୧୯୦ ପ୍ରକାର ସେବା ସାଧାରଣ ଲୋକଙ୍କୁ ଏଣିକି ଏତଲା ଦେବା ପାଇଁ ଆଉ ଥାନାକୁ ଦୌଡ଼ିବାକୁ ପଡ଼ିବ ନାହିଁ। ସେହିପରି କୌଣସି ମେଡିକାଲରେ ଡାକ୍ତରଙ୍କୁ ଦେହ ଖରାପ ପାଇଁ ଘଣ୍ଟା ଘଣ୍ଟା ଧରି ଛିଡ଼ା ହେବାକୁ ପଡ଼ିବ ନାହିଁ। ହ୍ବାଟ୍ସଆପ୍ର ଗୋଟିଏ କ୍ଲିକ୍ରେ ଏହିଭଳି ୧୯୦…