ବିଜେଡି ପାଇଁ ବୋଝ ନୁହେଁ ଆସେଟ୍ ଥିଲେ ପ୍ରଭାତ; ଅମରଙ୍କ ବୟାନଙ୍କୁ ନେଇ… ଭୁବନେଶ୍ୱର,୧୦।୪: ୱକଫ୍ ବିଲ୍ରେ ଦ୍ୱିମତକୁ ନେଇ ବିଜେଡିରେ ଅନ୍ତଃକନ୍ଦଳ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମ ନବୀନ ପଟ୍ଟନାୟକଙ୍କ ବୟାନ ନିଆଁରେ ଘିଅ ଢ଼ାଳିବା ଭଳି ହୋଇଛି। ଏବେ ଏନେଇ ମୁହଁ ଖୋଲିଛନ୍ତି ବରିଷ୍ଠ ନେତା ଅମର ଶତପଥୀ। ସେ ସମ୍ପୂର୍ଣ୍ଣ ଭୋଟିଂ…