ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି ଗ୍ରାମର ସୁମନ୍ତ ରଣା(୩୯)। ହତ୍ୟାକାଣ୍ଡ ପରେ ୨ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଅଭିଯୋଗ ଅନୁସାରେ…