ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତି ନୂଆଦିଲ୍ଲୀ,୯।୧୧: ମୟୂରଭଞ୍ଜ ଜିଲାର ଅମର୍ଦ୍ଧା ଏୟାରଷ୍ଟ୍ରିପ୍କୁ ଏକ ବ୍ୟବସାୟିକ ବିମାନ ବନ୍ଦର ଭାବେ ବିକଶିତ କରିବା ପାଇଁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ୪୫ କୋଟି ଟଙ୍କା ମଞ୍ଜୁର କରାଯାଇଛି। ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ...