ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି କରିବା ପାଇଁ ମଣ୍ଡିରେ ଧାନ ରଖିଛନ୍ତି। ମାତ୍ର ମଣ୍ଡିକୁ କୌଣସି ମିଲର ଆସୁ…