ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!
ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25 Ultra ପରେ ଏବେ iPhone 16 ଉପରେ ମଧ୍ୟ ବଡ଼ ଅଫର ଘୋଷଣା…

