୪ହଜାର ଟଙ୍କା ଲାଞ୍ଚ ନଦେଲେ କାମ ହେବନି ବୋଲି କହିଥିଲେ, ଆଜିଗଲେ ଜେଲ୍ ଭୁବନେଶ୍ୱର,୨୫।୩: ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ କାର୍ଯ୍ୟାଳୟର ଅଡିଟର୍ ଅମ୍ବିକା ପ୍ରସାଦ ରଥଙ୍କୁ ବୁଧବାର ଗିରଫ କରାଯାଇଛି। ମଙ୍ଗଳବାର ୪ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡ଼ିଥିଲେ ଅଡିଟର। ତାଙ୍କଠାରୁ ରେଡ ବେଳେ ନଗଦ ୨୮ ଲକ୍ଷ ୭୦ ହଜାର…