Tag Archives: ambulance

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି ଗର୍ଭବତୀଙ୍କୁ ବୁହା ହେଉଛି ତ କେଉଁଠି ଖଟିଆରେ ବୋହି ମେଡ଼ିକାଲ ନେଉଥିବାବେଳେ ଅଧା…

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ ଆସିଥିବା ବେଳେ ପୁଣି ଏକ ଜନନୀ ଯନ୍ତ୍ରଣାର ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି…

ମନ୍ଥର ଗତିରେ ବ୍ରିଜ ମରାମତି କାର୍ଯ୍ୟ, ଲୋକଙ୍କୁ ମରଣମୁହଁକୁ ଠେଲୁଛି ପୂର୍ତ୍ତବିଭାଗ, ଆମ୍ବୁଲାନ୍ସ ଅଟକିବାରୁ…

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପୂର୍ତ୍ତବିଭାଗର ବେପରୁଆ ଓ ଖାମଖିଆଲି ମନୋଭାବ ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଯାହା ଚିନ୍ତାର ବିଷୟ ପାଲଟିଛି। ବ୍ରହ୍ମପୁର ଓ ପୁରୁଷୋତ୍ତମପୁରକୁ ସଂଯୋଗ କରୁଥିରା ମୁଖ୍ୟରାସ୍ତା (ଏନ୍‌ଏଚ୍‌ ୩୨)ର ପାଣ୍ଡିଆଛକ ନିକଟରେ ଥିବା ଋଷିକୂଲ୍ୟା…

ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ ହୋଇଯାଇଥିଲେ। ଏହା ପରେ ତାଙ୍କୁ ହସ୍ପିଟାଲ ନେବା ସମୟରେ ଆମ୍ବୁଲାନ୍ସ ଡ୍ରାଇଭର ଏବଂ…

ରାସ୍ତା ଖରାପ, ଆମ୍ବୁଲାନ୍ସକୁ ଟାଣିଲା ଟ୍ରାକ୍ଟର

ପଲସାଗୋରା,୨୫।୭(ଅଶ୍ୱିନୀ କୁମାର ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ତବଡ଼ା-ବିରାମୁଣ୍ଡା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଲୋକଙ୍କ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ବ୍ୟୟରେ ରାସ୍ତା ନିର୍ମାଣ ହେଉଥିବା ବେଳେ ବିରାମୁଣ୍ଡା ଗ୍ରାମବାସୀଙ୍କ ପାଇଁ…

ବର୍ଷା ୪ ମାସରେ ରାସ୍ତାରେ ଗଡ଼େନା ଆମ୍ବୁଲାନ୍ସ

ମହାକାଳପଡ଼ା,୫ା୭ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଗାଁ ଗହଳି ବିକାଶ ପାଇଁ ବିପୁଳ ପରିମାଣରେ ଅର୍ଥ ବ୍ୟୟ ବରାଦ କରାଯାଇଛି। ବର୍ଷା ପାଣିରେ ରାସ୍ତା କାଦୁଅ ଯୋଗୁ ପଡ଼ାକୁ ପଶି ପାରେନା ୧୦୮ ଆମ୍ବୁଲାନ୍ସ। ଫଳରେ…

ଭାଜପା ଉତ୍ସବ ପାଳନ ନ କରି ସେହି ଅର୍ଥରେ ଆମ୍ବୁଲାନ୍ସ କିଣୁ: ବିଜେଡି

ଭୁବନେଶ୍ୱର,୬ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ସ୍ବାସ୍ଥ୍ୟସେବା ଉଦ୍‌ବେଗଜନକ ସ୍ଥିତିରେ ଥିବାବେଳେ ଆମ୍ବୁଲାନ୍ସ ସେବାର ବିପର୍ଯ୍ୟସ୍ତ ଅବସ୍ଥାକୁ ନେଇ ବିଜେଡି ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି। ଶଙ୍ଖ ଭବନଠାରେ ଗୁରୁବାର ଖବରଦାତା ସମ୍ମିଳନୀ କରି ଦଳୀୟ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର କହିଛନ୍ତି, ପରିତାପର ବିଷୟ,…

ରୋଗୀଙ୍କ ସେବାରେ ଲାଗୁନି ଆମ୍ବୁଲାନ୍ସ, ବ୍ଲକ କାର୍ଯ୍ୟାଳୟ ପରିସରରେ ପଡ଼ି ପଡ଼ି ଖାଉଛି ଖତ

ଧର୍ମଶାଳା,୨୨ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ଆମ୍ବୁଲାନ୍ସ ରୋଗୀ ସେବାରେ ଲାଗୁ ନ ଥିବା ଅଭିଯୋଗ ହୋଇଛି। ଧର୍ମଶାଳା ଆଞ୍ଚଳିକ ଉନ୍ନୟନ ପାଣ୍ଠିରୁ ଏହି ଆମ୍ବୁଲାନ୍ସ ସେବା ୨୦୨୨ରେ ଶୁଭାରମ୍ଭ ହୋଇଥିଲା। ସରକାରୀ ମେଡ଼ିକାଲଗୁଡିକ ପାଇଁ…

ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଧର୍ମଗଡ଼,୧ା୫(ଘାସିରାମ ଜଗତ): କଳାହାଣ୍ଡି କୋକସରା ଥାନା ବେହେରା ନିକଟରେ ଜଣେ ଯୁବକଙ୍କୁ ୧୦୮ଆମ୍ବୁଲାନ୍ସ ଧକ୍କା ଦେବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ପର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ମୃତ ଯୁବକ ହେଲେ ରାବଣଗୁଡ଼ା…

ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ ସିଲିଣ୍ଡର, ଜଣେ ଗୁରୁତର

ବଲାଙ୍ଗୀର/ଟିଟିଲାଗଡ଼,୪ା୪(ସୁନୀଲ କୁମାର ମହାନ୍ତି/ଶରତ ମିଶ୍ର): ନବଜାତ ଯାଆଁଳା ଶିଶୁ କନ୍ୟାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଟିଟିଲାଗଡ଼ ମାତୃ ଓ ଶିଶୁ ଚିକିତ୍ସାଳୟରୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ସ୍ଥାନାନ୍ତର ସମୟରେ ଶୁକ୍ରବାର ସକାଳେ ଏକ ଅଘଟଣ ଘଟିଛି। ଆମ୍ବୁଲାନ୍ସର ଅକ୍ସିଜେନ…

ଆମ୍ବଲାନ୍ସକୁ ରାସ୍ତା ନ ଛାଡିବା ପଡିଲା ମହଙ୍ଗା: କାର୍ ମାଲିକଙ୍କ ଉପରେ ଅଢେଇ ୨.୫ ଲକ୍ଷ ଟଙ୍କାର ଫାଇନ୍ ଲଗାଇଲେ ସରକାର

କେରଳ,୧୭ା୧୧: ରାସ୍ତାରେ ଆମ୍ବୁଲାନ୍ସକୁ ରାସ୍ତା ନ ଛାଡ଼ିବାରୁ ଏକ କାର୍ ଉପରେ କେରଳ ସରକାର ଅଢେଇ ଲକ୍ଷ ଟଙ୍କାର ଜୋରିମାନା ଲଗାଇଛନ୍ତି। ଏଭଳି ଉଦାହରଣ ମୂଳକ ପଦକ୍ଷେପ ନେଇ କେରଳର ସ୍ଥାନୀୟ ପ୍ରଶାସନ କାର୍ ମାଲିକଙ୍କ ଘରକୁ ଯାଇ ତାଙ୍କ ହାତରେ…

ଆମ୍ବୁଲାନ୍ସ ଭିତରେ ଥିଲେ ଗର୍ଭବତୀ, ହଠାତ୍‌ ଲାଗିଲା ନିଆଁ, ଆଉ ତା’ ପରେ…

ମୁମ୍ବାଇ,୧୪ା୧୧: ମହାରାଷ୍ଟ୍ରର ଜଲଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଜଣେ ଗର୍ଭବତୀ ମହିଳାଙ୍କୁ ନେଇ ଯାଉଥିବା ଆମ୍ବୁଲାନ୍ସରେ ହଠାତ୍‌ ନିଆଁ ଲାଗିଯିବାରୁ ଭୟଙ୍କର ବିସ୍ଫୋରଣ ହୋଇଥିଲା।  ବିସ୍ଫୋରଣ ଯୋଗୁ ଆଖପାଖ ଅଞ୍ଚଳର ଥିବା ଘର କ୍ଷତିଗ୍ରସ୍ତ ହୋଇଛି। ସୂଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri