ଟ୍ରକ୍ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫ ଜଣ ଗୁରୁତର ହୋଇ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ବୌଦ୍ଧ...