ambulance

ଭୁଶୁଡ଼ିଲା ବାଘୁଆମେଦୀ ମୁଖ୍ୟ ରାସ୍ତା: ଗାଁକୁ ଯାଇପାରୁନି ଆମ୍ବୁଲାନ୍ସ

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣୀ ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ବାଘୁଆ ମେଦୀ ମୁଖ୍ୟ ରାସ୍ତା ଲଘୁଚାପ ଜନିତ ବର୍ଷାରେ ଭୁଶୁଡି ପଡିଛି।…

4 weeks ago

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

2 months ago

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

2 months ago

ପୁଣି ଜନନୀ ଯନ୍ତ୍ରଣା: ଗାଁକୁ ଯାଇ ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ଅଭାବନୀୟ ଜନନୀ ଯନ୍ତ୍ରଣାର ଚିତ୍ର ସାମ୍ନାକୁ ଆସିଛି। ବିକାଶର ଡିଣ୍ଡିମ ପିଟାଯାଉଥିଲେ ବି…

3 months ago

ପୁଣି ଜନନୀ ଯନ୍ତ୍ରଣା: ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା

ଭବାନୀପାଟଣା,୧୩ା୭(ଉତ୍ତମ କୁମାର ଦାଶ): ଦୁର୍ଗମ ଅଞ୍ଚଳରେ ଆଜି ବି ମୌଳିକ ସୁବିଧାର ଅଭାବ କିପରି ଲୋକଙ୍କ ଜୀବନକୁ ବିପଦରେ ପକାଉଛି,ତାହାର ଆଉ ଏକ ହୃଦୟବିଦାରକ ଚିତ୍ର ସାମ୍ନାକୁ…

4 months ago

ଚଳନ୍ତା ଅବସ୍ଥାରେ ଆମ୍ବୁଲାନ୍ସରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଭୁବନେଶ୍ୱର,୧ା୬: ଖଣ୍ଡଗିରି ନିକଟ ଜାଗମରାରେ ଏକ ଆମ୍ବୁଲାନ୍ସରେ ନିଆଁ ଲାଗି ସମ୍ପୂର୍ଣ୍ଣ ଜଳିଯାଇଛି। ଚଳନ୍ତା ଅବସ୍ଥାରେ ହିଁ ଆମ୍ବୁଲାନ୍ସଟିରେ ନିଆଁ ଲାଗିଯାଇଥିଲା। ଫଳରେ ସମ୍ପୂର୍ଣ୍ଣ ଭାବେ ଜଳିଯାଇଛି…

5 months ago

ଆମ୍ବୁଲାନ୍ସ ପହଞ୍ଚିବାରେ ବିଳମ୍ବ: ଚାଲିଗଲା ରୋଗୀଙ୍କ ଜୀବନ, ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଉତ୍ତେଜନା

ପାଟଣା,୧ା୩(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ମଧ୍ୟାହ୍ନରେ ରୋଗୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବା ନେଇ ନେଇ…

8 months ago

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର କରି…

11 months ago

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହା ହେଲେ ଗର୍ଭବତୀ

ଥୁଆମୂଳ ରାମପୁର,୧୧ା୧୦(ଦୁର୍ଗା କୀର୍ତ୍ତି): ଗୋଟିଏ ନୁହେଁ କି ଦୁଇଟି ନୁହେଁ ବାରମ୍ବାର ଏହି ବ୍ଲକଠାରେ ଖଟିଆରେ ଏବଂ ଭାରରେ ଗର୍ଭବତୀ ମହିଳା ବୁହା ହେବା ଘଟଣା ସାମ୍ନାକୁ…

1 year ago

ମନ୍ଥର ଗତିରେ ବ୍ରିଜ ମରାମତି କାର୍ଯ୍ୟ, ଲୋକଙ୍କୁ ମରଣମୁହଁକୁ ଠେଲୁଛି ପୂର୍ତ୍ତବିଭାଗ, ଆମ୍ବୁଲାନ୍ସ ଅଟକିବାରୁ…

ପୁରୁଷୋତ୍ତମପୁର,୨୮ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ପୂର୍ତ୍ତବିଭାଗର ବେପରୁଆ ଓ ଖାମଖିଆଲି ମନୋଭାବ ଯୋଗୁ ଜନସାଧାରଣ ହନ୍ତସନ୍ତ ହେଉଛନ୍ତି। ଯାହା ଚିନ୍ତାର ବିଷୟ ପାଲଟିଛି। ବ୍ରହ୍ମପୁର ଓ…

1 year ago

ହୋମ୍‌ଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଚେତାଶୂନ୍ୟ ହୋଇଥିଲେ ଯୁବତୀ, ଆମ୍ବୁଲାନ୍ସରେ ନେବା ସମୟରେ ଗଣବଳାତ୍କାର

ପାଟନା,୨୬ା୭: ବିହାରର ଗୟାଜୀ ଜିଲାରୁ ଏକ ଅତ୍ୟନ୍ତ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଗତ ଗୁରୁବାର ହୋମଗାର୍ଡ ନିଯୁକ୍ତି ଦୌଡ଼ ସମୟରେ ଜଣେ ମହିଳା ପ୍ରାର୍ଥୀ ଚେତାଶୂନ୍ୟ…

1 year ago

ରାସ୍ତା ଖରାପ, ଆମ୍ବୁଲାନ୍ସକୁ ଟାଣିଲା ଟ୍ରାକ୍ଟର

ପଲସାଗୋରା,୨୫।୭(ଅଶ୍ୱିନୀ କୁମାର ନନ୍ଦ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ଘଣ୍ଟାପଡା ପଞ୍ଚାୟତର ତବଡ଼ା-ବିରାମୁଣ୍ଡା ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଲୋକଙ୍କ ଗମନାଗମନ ପାଇଁ ସରକାରଙ୍କ ପକ୍ଷରୁ କୋଟି…

1 year ago