ବିଜେଡି କର୍ପୋରେଟର ଅମରେଶ ଜେନା ଗିରଫ: ନାବାଳିକା ବଳାତ୍କାର ମାମଲାରେ ବାଲେଶ୍ୱରରୁ ଧରିଲା କମିଶନରେଟ ପୋଲିସ ନୀଳଗିରି/ଭୁବନେଶ୍ୱର,୨୭।୭(ପ୍ରଶାନ୍ତ କୁମାର ବିଶ୍ୱାଳ): ବିଜୁ ଜନତା ଦଳ (ବିଜେଡି) କର୍ପୋରେଟର ଅମରେଶ ଜେନାଙ୍କୁ ଭୁବନେଶ୍ୱର କମିଶନରେଟ ପୋଲିସ ବାଲେଶ୍ୱରରୁ ଗିରଫ କରିଛି। ନାବାଳିକାଙ୍କୁ ବଳାତ୍କାର, ଗର୍ଭନଷ୍ଟ, ପ୍ରତାରଣା ଓ ହତ୍ୟା ଧମକ ଅଭିଯୋଗରେ ଅମରେଶଙ୍କ ବିରୋଧରେ ଲକ୍ଷ୍ମୀସାଗର ଥାନାରେ ଏକ ମାମଲା…