ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ! ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା ଅଧିକାରୀଙ୍କୁ ସଫଳତାର ସହ ଉଦ୍ଧାର କରିଛି। ଇରାନ ଦାବି କରିଛି ଯେ ଆମେରିକୀୟ…