ଖାମେନେଇଙ୍କୁ ହତ୍ୟା କରିପାରେ ଆମେରିକା ଓ୍ବାଶିଂଟନ୍,୨୨।୨: ଇରାନର ସର୍ବୋଚ୍ଚ ଧର୍ମଗୁରୁ ଆୟାତୋଲ୍ଲା ଅଲୀ ଖାମେନେଇ ଏବଂ ତାଙ୍କ ପୁଅ ମୋଜତାବାଙ୍କୁ ହତ୍ୟା କରିବାକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୋଜନା ଚଳାଇଛନ୍ତି। ଇରାନର କ୍ଷେପଣାସ୍ତ୍ର ଓ ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ଲାଗି ଆସିଥିବା ବିବାଦର…