ନୂଆ ରାଜନୈତିକ ଦଳ ଘୋଷଣା କଲେ ଏଲନ ମସ୍କ, ଟ୍ରମ୍ପଙ୍କ ସହ ବିବାଦ ପରେ ବଡ଼ ଘୋଷଣା ନୂଆଦିଲ୍ଲୀ,୬।୭: ବିଶ୍ୱର ସବୁଠାରୁ ଧନୀ ବ୍ୟକ୍ତି ତଥା ଟେସଲା ଓ ସ୍ପେସଏକ୍ସର ମୁଖ୍ୟ କାର୍ଯ୍ୟର୍ନିବାହୀ ଅଧିକାରୀ ଏଲନ ମସ୍କ ଆମେରିକାରେ ଏକ ନୂଆ ରାଜନୈତିକ ଦଳ ‘ଆମେରିକା ପାର୍ଟୀ’ ଗଠନ କରିଛନ୍ତି। ଆଜି ଏହାକୁ ସେ ସରକାରୀ ଭାବେ ଘୋଷଣା କରିଛନ୍ତି।…