ପଶ୍ଚାତାପ କରିବ ଆମେରିକା, ଇରାନର ବୈଦେଶିକ ମନ୍ତ୍ରୀ କହିଲେ ଏହି ଆକ୍ରମଣ… ତେହରାନ,୫ା୩: ଶ୍ରୀଲଙ୍କାର ଦକ୍ଷିଣ ଉପକୂଳରେ ଆମେରିକାର ବୁଡ଼ାଜାହାଜ ଆକ୍ରମଣ କରି ଏକ ଇରାନୀ ଜାହାଜକୁ ବୁଡ଼ାଇ ଦେଇଛି। ଏହି ଆକ୍ରମଣରେ ୮୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ଏହି ଆକ୍ରମଣ ପରେଭ ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ଆମେରିକାକୁ ଏକ…