ଭାରତରେ ହେବାକୁ ଥିଲା କ୍ୱାଡ୍ ସମ୍ମିଳନୀ, ଶେଷ ମୁହୂର୍ତ୍ତରେ କାହିଁକି ହେଲା ଆମେରିକାରେ ଜାଣନ୍ତୁ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତରେ ଯାଇ ‘କ୍ୱାଡ୍ ସମ୍ମିଳନୀ’ରେ ଯୋଗ ଦେଇଛନ୍ତି। ଏହି ଅବଧି ମଧ୍ୟରେ ପ୍ରଧାନମନ୍ତ୍ରୀ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବେ। ଅବଶ୍ୟ ଆମେରିକା କ୍ୱାଡ୍ ସମ୍ମିଳନୀ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛି,…
ଜାତୀୟ ସମ୍ମିଳନୀରେ ଗୁଞ୍ଜରିତ ହେଲା ଓମ୍ ଶାନ୍ତି ଶାନ୍ତି, ଦେଶ ପାଇଁ ଆଶୀର୍ବାଦ କାମନା କଲେ…
ଓ୍ବାଶିଂଟନ,୨୨ା୮: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ରାଜନୀତି ବେଶ୍ ସରଗରମ ହୋଇଛି। ରିପବ୍ଲିକାନ ପାର୍ଟିର ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ୍ ଦୌଡ଼ରେ ଥିବା ବେଳେ ଡେମୋକ୍ରାଟିକ୍ ପ୍ରାର୍ଥୀ କମଳା ହାରିସ୍ ମଧ୍ୟ ତାଙ୍କୁ ଏକ କଡ଼ା ଟକ୍କର ଦେଉଛନ୍ତି। ଏହି ସମୟରେ ଡେମୋକ୍ରାଟିକ୍…
ଚାଲିଥିଲା ସଭା, ମଝିରେ କାନ୍ଦିଲେ ଆମେରିକା ରାଷ୍ଟ୍ରପତି
ଚିକାଗୋ, ୨୦।୦୮: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କର ବିଦାୟୀକାଳିନ ସଭାରେ ଭାବବିହ଼୍ବଳ ହୋଇଛନ୍ତି । ଚିକାଗୋର ଡେମୋକ୍ରାଟିକ୍ ନାଶନ୍ୟାଲ୍ କନ୍ଭେନ୍ସନ୍ ସେଣ୍ଟରରେ ସୋମବାର ଆୟୋଜିତ ସଭାରେ ସେ ଦେଶବାସୀଙ୍କୁ ସମ଼୍େବାଧନ କରିଥିଲେ । ଉପ-ରାଷ୍ଟ୍ରପତି କମଳା ହାରିସ୍ ଏହି ସଭାରେ…
ପୁଣି ସାମ୍ନାକୁ ଆସିଲା ପାଶ୍ଚାତ୍ୟ ଦେଶର ଡବଲ ଚେହେରା, ଭାରତକୁ କଲେ କଠୋର ସମାଲୋଚନା
ନୂଆଦିଲ୍ଲୀ/ଓ୍ବାଶିଂଟନ,୪ା୮: ଇରାନର ରାଜଧାନୀ ତେହରାନରେ ଜୁଲାଇ ୩୧ରେ ହମାସ ନେତା ଇସ୍ମାଇଲ ହନିୟେଙ୍କ ହତ୍ୟା ପରେ ହମାସ ଏବଂ ଇରାନ ମଧ୍ୟରେ ତିକ୍ତତା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷରେ ଏହି ହତ୍ୟାକାଣ୍ଡ ଉପରେ ବିଶ୍ୱ ସ୍ତରରେ ଗ୍ରହଣ କରାଯାଇଥିବା ଡବଲ ଚେହେରା ଉପରେ…
ଇରାନ ଘଟଣା ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କୁ ଗାଳି ଦେଲେ ବାଇଡେନ
ନୂଆଦିଲ୍ଲୀ,୪ା୮: ଇରାନ ରାଜଧାନୀ ତେହେରାନରେ ହାମାସ ମୁଖ୍ୟ ଇସମାଇଲ ହାନିଆଙ୍କ ହତ୍ୟା ପରେ ପଶ୍ଚିମ ଏସିଆରେ ଯୁଦ୍ଧର କଳା ବାଦଲ ଛାଇ ରହିଛି। ହାନିଆଙ୍କ ମୃତ୍ୟୁ ପାଇଁ ଉଭୟ ହାମାସ ଏବଂ ଇରାନ ଇସ୍ରାଏଲକୁ ଦାୟୀ କରିଛନ୍ତି। ତେବେ ଏହି ଆକ୍ରମଣ…
ମଧ୍ୟପ୍ରାଚ୍ୟରେ ଘନଉଛି ଯୁଦ୍ଧ, ଆମେରିକା ପଠାଇଲା ଯୁଦ୍ଧଜାହାଜ
ଓ୍ବାଶିଂଟନ,୪ା୮: ଇସ୍ରାଏଲ୍ ଆକ୍ରମଣରେ ଗାଜାର ଶାସକ ହମାସ୍ ମୁଖ୍ୟ ଇସ୍ମାଇଲ ନିହତ ହେବା ପରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଲାଗିରହିଛି। ଇରାନ ଏବଂ ଏହାର ସହଯୋଗୀ ହମାସ୍ ଓ ହେଜବୋଲ୍ଲା ପକ୍ଷରୁ ଯୁଦ୍ଧ ଧମକ ଦିଆଯାଇଛି। ଇସ୍ରାଏଲ୍ ଏବଂ ଇରାନ ଯୁଦ୍ଧର ନିକଟତର…
ବଡ଼ ଯୁଦ୍ଧ ଆଶଙ୍କା, ଯୁଦ୍ଧପୋତ ଓ ଲଢ଼ୁଆ ବିମାନ ପଠାଇଲା ଆମେରିକା
ୱାଶିଂଟନ,୦୩।୦୮: ପଶ୍ଚିମ ଏସିଆରେ ବଢ଼ୁଥିବା ତିକ୍ତତା ମଧ୍ୟରେ ଆମେରିକା ମଧ୍ୟ ଉକ୍ତ ଅଞ୍ଚଳରେ ନିଜ ସୈନ୍ୟଶକ୍ତି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛି । ପଶ୍ଚିମ ଏସିଆରେ ଅଧିକ ଯୁଦ୍ଧ ଜାହଜ ଏବଂ ଲଢ଼ୁଆ ବିମାନ ନିୟୋଜିତ କରିବାକୁ ଆମେରିକା ପଦକ୍ଷେପ ନେଇଛି…
ବାଇଡେନଙ୍କ ପରେ କମଲାଙ୍କୁ ସମର୍ଥନ କଲେ ଓବାମା-ମିଶେଲ; ଟ୍ରମ୍ପଙ୍କ ଅଡୁଆ ବଢ଼ିଲା…
ଓ୍ବାଶିଂଟନ,୨୬।୭: ଆମେରିକା ରାଷ୍ଟ୍ରପତି ପଦ ଲାଗି କମଲା ହାରିସଙ୍କ ପ୍ରାର୍ଥୀତ୍ୱ ମଜଭୂତ ହେବାରେ ଲାଗିଛି। ରାଷ୍ଟ୍ରପତି ଜୋ ବାଇଡେନଙ୍କ ପରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ତାଙ୍କ ପତ୍ନୀ ମିଶେଲ ଓବାମା ମଧ୍ୟ ରାଷ୍ଟ୍ରପତି ପଦ ଲାଗି କମଲାଙ୍କ ସମର୍ଥନ…
୧୫ ଦିନ ତଳେ କରିଥିଲେ ବିବାହ, ସାମାନ୍ୟ କଥାରୁ ଗୁଳିକରି ହତ୍ୟା
ନୂଆଦିଲ୍ଲୀ, ୨୧।୭: ରାସ୍ତାରେ କାର ପାର୍କିଂକୁ ନେଇ ସାମାନ୍ୟ ଯୁକ୍ତି ତର୍କରୁ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ହତ୍ୟା କରାଯାଇଛି । ଏପରି ଏକ ଘଟଣା ଆମେରିକାରେ ରହୁଥିବା ଜଣେ ଭାରତୀୟ ବଂଶଦ୍ଭୋବଙ୍କ ସହ ଘଟିଛି । ଅନ୍ୟଜଣେ କାର ଚାଳକଙ୍କ…
ଟ୍ରମ୍ପଙ୍କ ଉପରୁ ଟଳୁନି ବିପଦ, ପୁଣି ଜଣକୁ ଗୁଳି ମାରିଲା ପୋଲିସ୍
ୱାଶିଂଟନ,୧୭ା୭: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବିପଦ ବଢ଼ିବାରେ ଲାଗିଛି । ନିକଟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ବେଳେ ରିପବ୍ଲିକାନ ନ୍ୟାଶନାଲ କନଭେନସନ (ଆରଏନ୍ସି) ପାଖାପାଖି ଛୁରୀ ଧରି ବୁଲୁଥିବା ଜଣେ ଯୁବକକୁ ପୋଲିସ ଗୁଳି କରିଛି…
ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ…
ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ
ୱାଶିଂଟନ୍, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ପେନ୍ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ…

