ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ
ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ ତାଙ୍କ ମିଶନର ରୂପରେଖା ଏବଂ ବୈଠକ ସମୟରେ ଆଲୋଚନା ହେବାକୁ ଥିବା ପ୍ରମୁଖ…
ରାଗରେ କମ୍ପୁଛି ଆମେରିକା; ଜୋର୍ଡାନରେ ଦୁଇ ସୈନିକଙ୍କ ମୃତ୍ୟୁକୁ ନେଇ ଇରାନ ଉପରେ ପୁଣି କଲା ଆକ୍ରମଣ
ଓ୍ବାଶିଂଟନ,୧୯ା୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇବାରେ ଲାଗିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ (CENTCOM) ଘୋଷଣା କରିଛି ଯେ, ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ ଅନୁଯାୟୀ, ଆମେରିକୀୟ ସେନା ଶନିବାର ସା ୬ଟା (ପୂର୍ବ ସମୟ) ରେ ଇରାନ ବିରୁଦ୍ଧରେ ପୁଣି…
‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…
ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା ଇରାନର ଶକ୍ତି ଭିତ୍ତିଭୂମି ଉପରେ ଆକ୍ରମଣ କରେ, ତେବେ ଇରାନ ୟେମେନର ହୁଥି…
ଆମେରିକା ସହ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ? ପ୍ରତିକ୍ରିୟା ରଖିଲେ ଟ୍ରମ୍ପଙ୍କ ପ୍ରତିନିଧି ସେର୍ଗିଓ ଗୋର୍
ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୭: ଭାରତ ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଥିବା ରିପୋର୍ଟ ସମ୍ପର୍କରେ ଭାରତ ଏବଂ ଆମେରିକା ଉଭୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି। ଭାରତର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ଏହି ରିପୋର୍ଟକୁ ସ୍ପଷ୍ଟ ଭାବରେ ଖାରଜ…
ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା
ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ ପାଇଛି। CNN…
ଟ୍ରମ୍ପଙ୍କ ଧମକ ପରେ ଇରାନର ପ୍ରତିଆକ୍ରମଣ, କହିଲା ‘ଯଦି ଆମେରିକା ବିଶ୍ୱାସଘାତକତା କରେ, ତେବେ ପରିଣାମ ଭୋଗିବ’
ତେହରାନ,୧୧।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଇରାନ ସହିତ ଯୁଦ୍ଧବିରତି ଶେଷ ଘୋଷଣା ପରେ ଦୁଇ ରାଷ୍ଟ୍ର ମଧ୍ୟରେ ଉତ୍ତେଜନା ପୁଣି ଥରେ ଶୀର୍ଷରେ ପହଞ୍ଚିଛି। ଏକ କଡ଼ା ଚେତାବନୀ ଜାରି କରି ଇରାନର ବୈଦେଶିକ ମନ୍ତ୍ରଣାଳୟ କହିଛି ଯେ ଯଦି…
‘କେବଳ ଆମେରିକା ନୁହେଁ, ଭାରତ ମଧ୍ୟ ଆମର ବନ୍ଧୁ’, ଜେଡି ଭାନ୍ସଙ୍କୁ କଡ଼ା ଜବାବ ଦେଲେ ଇସ୍ରାଏଲୀ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ
ଜେରୁଜେଲମ,୬।୭: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଭାରତକୁ ଇସ୍ରାଏଲର ସବୁଠାରୁ ଶକ୍ତିଶାଳୀ ସମର୍ଥକମାନଙ୍କ ମଧ୍ୟରୁ ଜଣେ ବୋଲି ବର୍ଣ୍ଣନା କରିଥିଲେ। ସେ ଆମେରିକାର ନିର୍ବାଚିତ ଉପ-ରାଷ୍ଟ୍ରପତି ଜେଡି ଭାନ୍ସଙ୍କ ମନ୍ତବ୍ୟ ସହିତ ମତଭେଦ ପ୍ରକାଶ କରିଥିଲେ, ଯିଏ ପରାମର୍ଶ ଦେଇଥିଲେ ଯେ…
ତେହରାନକୁ ଗମ୍ଭୀର ପରିଣାମ ଭୋଗିବାକୁ ଚେତାବନୀ ଦେଲେ ଟ୍ରମ୍ପ, କହିଲେ, ‘ଆମେରିକା ଏପର୍ଯ୍ୟନ୍ତ ସଂଯମତା ଅବଲମ୍ବନ କରିଛି..’
ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ ଯଦି ଇରାନ ଯୁଦ୍ଧବିରତି ଉଲ୍ଲଂଘନ କରେ, ତେବେ ଆମେରିକା ତାର ସାମରିକ ଅଭିଯାନ ସମାପ୍ତ କରିବାକୁ…
୨୪ ଘଣ୍ଟାରେ ଦ୍ୱିତୀୟ ଥର ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା
ତେହରାନ,୨୮।୬: ପଶ୍ଚିମ ଏସିଆରେ ପୁଣି ଥରେ ଉତ୍ତେଜନା ବୃଦ୍ଧି ପାଇଛି। ଆମେରିକା ଶନିବାର ଇରାନ ବିରୁଦ୍ଧରେ ଆଉ ଏକ ସାମରିକ ଆକ୍ରମଣ କରିଛି। ହର୍ମୁଜ ପ୍ରଣାଳୀ ନିକଟରେ ପାନାମା-ପତାକାଯୁକ୍ତ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।…
ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…
ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍ ଏବଂ ଲେବାନନ୍ର ଆତଙ୍କବାଦୀ ଗୋଷ୍ଠୀ ହେଜ୍ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ ରବିବାର କହିଛି। ଏଥିସହିତ ବିଦେଶରେ ଅଟକି ରହିଥିବା ଇରାନୀୟ ପାଣ୍ଠି ଏବଂ ଦେଶର…
ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା! ଶାନ୍ତି ଚୁକ୍ତି ପରେ ଟ୍ରମ୍ପ ଦେଲେ ଧମକ, ରିପୋର୍ଟରେ ସାମ୍ନାକୁ ଆସିଲା…
ଓ୍ବାଶିଂଟନ,୧୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପୁଣି ଥରେ ବିପଦରେ ପଡ଼ିଥିବା ପରି ମନେ ହେଉଛି। ଶାନ୍ତି ଚୁକ୍ତିନାମା ସ୍ବାକ୍ଷର ହେବାର ମାତ୍ର କିଛି ଘଣ୍ଟା ପରେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇ ପୁଣି ଥରେ ଇରାନ…
‘ଇରାନ ସହ ଚୁକ୍ତି କରିଛି ଆମେରିକା, ହେଲେ ଆମେରିକା ଉପରେ ଭରସା ନାହିଁ’, କାହିଁକି ଏମିତି ଚେତାବନୀ ଦେଲା CIA? ଜାଣନ୍ତୁ…
ଓ୍ବାଶିଂଟନ,୧୬।୬: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧକୁ ଏଡାଇବା ପାଇଁ ଏକ ଚୁକ୍ତି ହୋଇଛି, କିନ୍ତୁ ଆମେରିକାରେ ସମସ୍ତେ ଏହି ଚୁକ୍ତି ଉପରେ ଆସ୍ଥା ପ୍ରକଟ କରିନାହାଁନ୍ତି। ଆମେରିକୀୟ ଗଣମାଧ୍ୟମ ଆକ୍ସିଓସର ଏକ ରିପୋର୍ଟ ଅନୁଯାୟୀ, CIA ନିର୍ଦ୍ଦେଶକ ଜନ ରାଟକ୍ଲିଫ…

