ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ବଡ଼ ଝଟକା; ଆମେରିକୀୟ ସର୍ଭେରୁ ସାମ୍ନାକୁ ଆସିଲା ଚକିତ କଲାଭଳି ତଥ୍ୟ
ଓ୍ବାଶିଂଟନ,୨୨।୯: ଆମେରିକା-ଇରାନ ସଂଘର୍ଷ ଏବଂ ମଧ୍ୟ-ପୂର୍ବରେ ଜାରି ରହିଥିବା ଅସ୍ଥିରତା ମଧ୍ୟରେ ଏପରି ଏକ ଖବର ସାମ୍ନାକୁ ଆସିଛି ଯାହା ଡୋନାଲ୍ଡ ଟ୍ରମ୍ପଙ୍କ ପାଇଁ ଦେଶ ଭିତରେ ଚିନ୍ତା ବଢ଼ାଇ ଦେଇଛି। ଆମେରିକାରେ ହେବାକୁ ଥିବା ମଧ୍ୟବର୍ତ୍ତୀକାଳୀନ ନିର୍ବାଚନ (midterm elections)…

