ଟ୍ରମ୍ପଙ୍କ ‘ପ୍ରକୃତ ବନ୍ଧୁତା’ କଥାରେ ପାକିସ୍ତାନ ଖୁସି ହେବା ଉଚିତ ନୁହେଁ! ଇରାନ ଖୋଲିଲା ଆମେରିକା ଡାଏରୀ ତେହରାନ,୧।୬: ଆମେରିକା ପାକିସ୍ତାନକୁ ‘ପ୍ରକୃତ ବନ୍ଧୁ’ ବୋଲି ବର୍ଣ୍ଣନା କରିଛି। ଦୁଇ ରାଷ୍ଟ୍ର ମଧ୍ୟରେ ବଢୁଥିବା ଘନିଷ୍ଠତାକୁ ଦୃଷ୍ଟିରେ ରଖି, ଇରାନ ଇସଲାମାବାଦକୁ ଏକ ଚେତାବନୀ ଦେଇଛି। ଫିନଲ୍ୟାଣ୍ଡରେ ଥିବା ଇରାନୀ ଦୂତାବାସର ସରକାରୀ X (ପୂର୍ବରୁ ଟୁଇଟର) ଆକାଉଣ୍ଟରୁ ଶେୟାର…