ଆମେରିକାର ବିଶ୍ୱ ଅଭିଯାନ ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର ସହିତ ଅନ୍ୟ ସାମରିକ ନେତାଙ୍କୁ ହତ୍ୟା କରିଛନ୍ତି। କେବଳ ସେତିକି ନୁହେଁ ଇରାନର…