ମଧ୍ୟବର୍ତ୍ତିକାଳୀନ ନିର୍ବାଚନରେ ବିଜୟ ହେଲେ ଭାରତୀୟ ବଂଶୋଦ୍ଭବ ଅମିଶ ଶାହା
ଓ୍ବାଶିଂଟନ,୫ା୧୧: ଭାରତୀୟ ବଂଶୋଦ୍ଭବ ୪୮ ବର୍ଷୀୟ ଡାକ୍ତର ଅମିଶ ଶାହା ଆରିଜୋନାର ପ୍ରଥମ କଂଗ୍ରେସ ନିର୍ବାଚନ ମଣ୍ଡଳୀରୁ ୟୁଏସ୍ ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ ନିର୍ବାଚନରେ ବିଜୟୀ ହୋଇଛନ୍ତି। ୟୁଏସ୍ ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସକୁ ନିର୍ବାଚିତ ହେବାରେ ଶାହା ୬ଷ୍ଠ ଭାରତୀୟ ଆମେରିକୀୟ…

