Tag Archives: amit rohidas

ହକି ଇଣ୍ଡିଆ ଲିଗ୍: ଏତିକି ଟଙ୍କାରେ ବିକ୍ରି ହେଲେ ଓଡ଼ିଶାର ଅମିତ ରୋହିଦାସ

ନୂଆଦିଲ୍ଲୀ,୧୩।୧୦: ହକି ଇଣ୍ଡିଆ ଲିଗ୍ ପ୍ଲେୟାର ନିଲାମ ୨୦୨୪/୨୫ ରେ ଓଡ଼ିଶାର ଅମିତ ରୋହିଦାସଙ୍କୁ ୪୮ ଲକ୍ଷ ଡଲାରରେ ବିକ୍ରି କ୍ରୟ କରାଯାଇଛି। ତାମିଲନାଡୁ ଡ୍ରାଗନ୍ସ ନିଲାମର ପ୍ରଥମ ଦିନର ପ୍ରଥମାର୍ଦ୍ଧରେ ରୋହିଦାସଙ୍କୁ କିଣିଛି। ଅକ୍ଟୋବର ୧୩, ୧୪ ଏବଂ ୧୬…

ଓଡ଼ିଶା ଫେରି ନବୀନଙ୍କୁ ଭେଟିଲେ ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍‌ ରୋହିଦାସ୍

ଭୁବନେଶ୍ୱର,୧୬।୮: ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ଅମିତଙ୍କୁ ବିମାନ ବନ୍ଦରରେ ବିପୁଳ ସ୍ୱାଗତ କରାଯାଇଥିବା ବେଳେ ମାଧ୍ୟାନରେ ମୁଖ୍ୟମନ୍ତ୍ରୀ ମୋହନ…

ଅଲିମ୍ପିକ୍ସ ବ୍ରୋଞ୍ଜ ପଦକ ବିଜେତା ଅମିତ୍ ରୋହିଦାସ୍‌ଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୮: ପ୍ୟାରିସ୍‌ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍‌ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି…

ସେମିଫାଇନାଲ ପୂର୍ବରୁ ଭାରତୀୟ ହକି ଦଳକୁ ବଡ ଝଟକା; ଓଡ଼ିଶାର ଅମିତ ଗୋଟିଏ ମ୍ୟାଚ୍‌ରୁ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫।୮: ଭାରତର ପ୍ରମୁଖ ଡିଫେଣ୍ଡର ତଥା ପ୍ରଥମ ରଶର ଅମିତ ରୋହିଦାସ ଗୋଟିଏ ମ୍ୟାଚରୁ ସସ୍‌ପେଣ୍ଡ ହୋଇଛନ୍ତି। ଫଳରେ ସେ ଚଳିତ ଅଲିମ୍ପିକ୍ସର ଜର୍ମାନୀ ବିପକ୍ଷ ପୁରୁଷ ହକି ସେମିଫାଇନାଲ ଖେଳିପାରିବେ ନାହିଁ। ଗ୍ରେଟ୍‌ ବ୍ରିଟେନ ବିପକ୍ଷ କ୍ୱାର୍ଟର ଫାଇନାଲର ୧୭ଶ…

ପ୍ୟାରିସ୍‌ ଅଲିମ୍ପିିକ୍ସ ପାଇଁ କିଶୋର ଜେନା,ଅମିତ ରୋହିଦାସଙ୍କୁ ପ୍ରୋତ୍ସାହନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୭: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri