Tag Archives: Amit saha

କାହିଁକି ଶାହାଙ୍କ ଇସ୍ତଫା ଦାବି କଲେ ମହୁଆ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୨୬।୭: ନିର୍ବାଚନ କମିଶନ ବିହାରରେ ଜାରି ହୋଇଥିବା ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ଅଧୀନରେ ଏପର୍ଯ୍ୟନ୍ତ ପ୍ରାପ୍ତ ତଥ୍ୟ ପ୍ରକାଶ କରିଛନ୍ତି। ଏହି ସମୟରେ, ତୃଣମୂଳ କଂଗ୍ରେସ (TMC) ଏମପି ମହୁଆ ମୋଇତ୍ରା ଶୁକ୍ରବାର (୨୫ ଜୁଲାଇ,...

ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ଅମିତ ଶାହା

ନୂଆଦିଲ୍ଲୀ,୨୭ା୬: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆଜି ପରିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମହାପ୍ରଭୁ ସମସ୍ତଙ୍କ ଉପରେ ଆଶୀର୍ବାଦ ଜାରି ରଖନ୍ତୁ ବୋଲି ଶାହା କାମନା କରିଛନ୍ତି। ଅହମ୍ମଦାବାଦ ଶ୍ରୀଜଗନ୍ନାଥ ମନ୍ଦିରରେ ଶାହା ପହଞ୍ଚି ମହାପ୍ରଭୁଙ୍କ...

ପାକିସ୍ତାନ ସହିତ ସିନ୍ଧୁ ଜଳ ଚୁକ୍ତିକୁ ନେଇ ଏମିତି ଉତ୍ତର ଦେଲେ ଶାହା, ଶୁଣିଲେ ଶେହବାଜଙ୍କ ହୋସ୍‌ ଉଡିଯିବ

ନୂଆଦିଲ୍ଲୀ,୨୧।୬: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ସ୍ପଷ୍ଟ କରିଛନ୍ତି ଯେ ଭାରତ ସିନ୍ଧୁ ଜଳ ଚୁକ୍ତିନାମାକୁ ସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛି ଏବଂ ଏବେ ଏହି ଚୁକ୍ତିନାମା ପୁନଃସ୍ଥାପିତ ହେବ ନାହିଁ। ସେ ଅଭିଯୋଗ କରିଛନ୍ତି ଯେ...

ପ୍ରଥମଥର ପାକିସ୍ତାନର ୧୦୦ କିଲୋମିଟର ଭିତରକୁ ପଶି ମାରିଲେ ସେନା, କାହିଁକି ଏମିତି କହିଲେ ଶାହା

ନୂଆଦିଲ୍ଲୀ,୧୭।୫: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶନିବାର (୧୭ ମଇ, ୨୦୨୫) ଗୁଜରାଟରେ ତାଙ୍କ ଲୋକ ସଭା ନିର୍ବାଚନମଣ୍ଡଳୀ ଗାନ୍ଧୀନଗରରେ ଅନେକ ପ୍ରକଳ୍ପର ଶୁଭାରମ୍ଭ ଏବଂ ଉଦଘାଟନ କାର୍ଯ୍ୟକ୍ରମରେ ପହଞ୍ଚିଥିଲେ। ଏହି ସମୟରେ ସେ ଲୋକମାନଙ୍କୁ ସମ୍ବୋଧିତ ମଧ୍ୟ କରିଥିଲେ।...

ଓଡ଼ିଶା ଆସିବେନି ଶାହା, ସ୍ଥଗିତ ରହିଲା କାର୍ଯ୍ୟକ୍ରମ

ଭୁବନେଶ୍ୱର,୮ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ ରହିଛି। ଏନେଇ ଗୁରୁବାର ସୂଚନା ଦେଇଛନ୍ତି ସମ୍ବଲପୁର ଜିଲାପାଳ। ଚଳିତମାସ ୧୦ ଓ ୧୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥାନ୍ତେ ଶାହା। ତେବେ...

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା…

ନୂଆଦିଲ୍ଲୀ,୨୫ା୪: ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ପାକ୍‌ ନାଗରିକଙ୍କ ଭିଜା ବନ୍ଦ କରିବାକୁ ଶାହା...

କେଉଁଠି ଅଛ ଶୀଘ୍ର ଆସ, ନ ହେଲେ ବିଳମ୍ବ ହୋଇଯିବ: ଓଓ୍ବାଇସିଙ୍କୁ ଫୋନ୍‌ କରି କାହିଁକି ଡାକିଲେ ଅମିତ ଶାହା

ନୂଆଦିଲ୍ଲୀ,୨୪।୪: ପହଲଗାମ ଆକ୍ରମଣ ପରେ, କେନ୍ଦ୍ର ସରକାର ଗୁରୁବାର ସମସ୍ତ ରାଜନୈତିକ ଦଳର ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି। ଏହି ବୈଠକରେ ସରକାର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ବିଷୟରେ ସମସ୍ତ ପକ୍ଷଙ୍କୁ ଅବଗତ କରାଇବେ ଏବଂ ସେମାନଙ୍କର ମତାମତ...

ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଦିଲ୍ଲୀରେ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୪: ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଭେଟିଛନ୍ତି। ନର୍ଥ ବ୍ଲକ୍‌ରେ ଥିବା ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ଯାଇ ମୁଖ୍ୟମନ୍ତ୍ରୀ ଶାହାଙ୍କୁ ଭେଟିଛନ୍ତି। ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଯାଇ ମୁଖ୍ୟମନ୍ତ୍ରୀ...

ସୀମାରେ ରହିବ ଇଲେକ୍ଟ୍ରୋନିକ ସର୍ଭିଲାନ୍ସ ସିଷ୍ଟମ, ଶାହା କହିଲେ ସବୁ ଉଦ୍ୟମ ହେବ ପଣ୍ଡ

ଜମ୍ମୁ,୮।୪: ଜମ୍ମୁ-କଶ୍ମୀରର ତିନି ଦିନିଆ ଗସ୍ତର ଦ୍ୱିତୀୟ ଦିନରେ, କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଠୁଆର ସୀମାନ୍ତ ପୋଷ୍ଟ ‘ବିନୟ’ ପରିଦର୍ଶନ କରିଥିଲେ। ଏହି ସମୟରେ ଅମିତ ଶାହା ସୀମାରେ ନିୟୋଜିତ ସୀମା ସୁରକ୍ଷା ବାହିନୀ କର୍ମଚାରୀଙ୍କ ସହ ମଧ୍ୟ...

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କ୍ଷୋଭ ପ୍ରକାଶ କରି କହିଛନ୍ତି,...

କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨।୧: ବଦଳିପାରେ ଜମ୍ମୁ କଶ୍ମୀରର ନାମ। ଏହାକୁ କଶ୍ମୀର ନୁହେଁ ବରଂ କାଶ୍ୟପ ନାମରେ ନାମିତ କରାଯାଇପାରିବ ବୋଲି ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ‘J&K and Ldakh Through the Ages’ ପୁସ୍ତକ ଉନ୍ମୋଚନ ଅବସରରେ...

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri