Tag Archives: Amit saha

କଶ୍ମୀରକୁ ‘କାଶ୍ୟପ’ ନାମରେ ନାମିତ କରାଯାଇପାରେ… ଶାହାଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୨।୧: ବଦଳିପାରେ ଜମ୍ମୁ କଶ୍ମୀରର ନାମ। ଏହାକୁ କଶ୍ମୀର ନୁହେଁ ବରଂ କାଶ୍ୟପ ନାମରେ ନାମିତ କରାଯାଇପାରିବ ବୋଲି ଗୁରୁବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କହିଛନ୍ତି। ‘J&K and Ldakh Through the Ages’ ପୁସ୍ତକ ଉନ୍ମୋଚନ ଅବସରରେ ସେ…

ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଇସ୍ତଫା ଦାବି

ଭବାନୀପାଟଣା,୨୫ା୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭାରେ ବାବା ସାହେବ ଡ଼. ଆମ୍ବେଡ଼କରଙ୍କ ପ୍ରତି କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିଛି କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଭବାନୀପାଟଣାରେ ଦଳ ପକ୍ଷରୁ ଏକ ବିଶାଳ…

ଅମିତ ଶାହାଙ୍କ ଇସ୍ତଫା ଦାବି କରି ଯୁବ କଂଗ୍ରେସର ବିକ୍ଷୋଭ

ବଲାଙ୍ଗୀର,୨୦ା୧୨(ସୁନୀଲ କୁମାର ମହାନ୍ତି): କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଉପରେ ଆକ୍ରମଣ ଓ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରବେଶ ପଥରେ ଯିବାବେଳେ ଭାଜପା ଦଳର ଏମ୍‌ପିମାନେ ପ୍ରତିରୋଧ କରିବା ଅଭିଯୋଗ ନେଇ ଶୁକ୍ରବାର ବଲାଙ୍ଗୀର ଜିଲାପାଳଙ୍କ…

ଅମିତ ଶାହାଙ୍କ ଇସ୍ତଫା ଦାବି କଲା ଆମ୍‌ ଆଦ୍‌ମୀ ପାର୍ଟି

ଛତ୍ରପୁର,୧୯ା୧୨(ସନ୍ତୋଷ ପାଢ଼ୀ): ସମ୍ବିଧାନ ପ୍ରଣେତା ବାବାସାହେବ ଆମ୍ବେଦକରଙ୍କ ପ୍ରତି ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଦେଇଥିବା ଅପମାନ ସୂଚକ ମନ୍ତବ୍ୟ ପ୍ରତିବାଦରେ ଆମ ଆଦ୍‌ମୀ ପାର୍ଟି ଗଞ୍ଜାମ ଜିଲା ସଙ୍ଗଠନ ତରଫରୁ ତାଙ୍କର ଇସ୍ତଫା ଦାବି କରାଯାଇଛି। ଏନେଇ ପ୍ରଧାନମନ୍ତ୍ରୀଙ୍କୁ…

ଅମିତ ଶାହାଙ୍କୁ ପାଗଳ କହିଲେ ଲାଲୁ ଯାଦବ, କାରଣ ଜାଣିଲେ…

ପାଟ୍‌ନା,୧୯ା୧୨: ଭାରତର ସମ୍ବିଧାନର ୭୫ ବର୍ଷର ଗୌରବମୟ ଯାତ୍ରା ଉପରେ ସଂସଦରେ ଆଲୋଚନା ବେଳେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଆମ୍ବେଦକରଙ୍କୁ ନେଇ ମନ୍ତବ୍ୟ ଏକ ଆଲୋଡ଼ନ ସୃଷ୍ଟି କରିଛି। ବର୍ତ୍ତମାନ ରାଷ୍ଟ୍ରୀୟ ଜନତା ଦଳ (ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ…

‘ଆମ୍ବେଦକରଙ୍କୁ ଭାରତରତ୍ନ ମିଳୁ ଚାହୁଁ ନ ଥିଲା କଂଗ୍ରେସ’

ନୂଆଦିଲ୍ଲୀ,୧୮ା୧୨: କଂଗ୍ରେସ ଉପରେ ଖୁବ୍‌ ବର୍ଷିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। କଂଗ୍ରେସକୁ ସମ୍ବିଧାନ ବିରୋଧୀ, ଆମ୍ବେଦକର ବିରୋଧୀ କହିଛନ୍ତି ଶାହା। ନେହରୁ ଓ ଇନ୍ଦିରାଙ୍କୁ ଭାରତ ରତ୍ନ ଦେଲେ, କିନ୍ତୁ ଆମ୍ବେଦକରଙ୍କୁ ସମ୍ମାନିତ କଲେନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା…

ଦିଲ୍ଲୀ ଫେରିଗଲେ ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀ

ଭୁବନେଶ୍ୱର,୧ା୧୨: ତିନିଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଦିଲ୍ଲୀ ଫେରିଯାଇଛନ୍ତି। ଡିଜିପି-ଆଇଜିପି ସମ୍ମିଳନୀ ଶେଷ ହେବା ପରେ ଦୁଇ ହେଭିଓ୍ବେଟ୍‌ ଓଡ଼ିଶାରୁ ବିଦାୟ ନେଇଛନ୍ତି। ଲୋକସେବା ଭବନରୁ କଡ଼ା…

ପଶ୍ଚିମବଙ୍ଗ ପାଇଁ ମମତା ବାନାର୍ଜୀ କରିଛନ୍ତି କ’ଣ? ଅମିତ ଶାହାଙ୍କ ଏପରି ପ୍ରଶ୍ନରେ…

ନୂଆଦିଲ୍ଲୀ/କୋଲକାତା,୨୭ା୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ବାଂଲାଦେଶରୁ ବେଆଇନ ଅନୁପ୍ରବେଶ ସମ୍ପର୍କରେ କହିଛନ୍ତି ଯେ, ଏଠାରେ ଅନୁପ୍ରବେଶ ବନ୍ଦ ହେଲେ ପଶ୍ଚିମବଙ୍ଗରେ ଶାନ୍ତି ସମ୍ଭବ। ସେ ଦୃଢ଼ତାର ସହ କହିଛନ୍ତି, ଯଦି ୨୦୨୬ରେ ପଶ୍ଚିମବଙ୍ଗରେ ଭାଜପା କ୍ଷମତାକୁ ଆସେ,…

ହେଲିକପ୍ଟର ମାଗିଲେ ମୁଖ୍ୟମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ/ଭୁବନେଶ୍ୱର,୭ା୧୦: ନକ୍ସଲ ମୁକାବିଲା ବୈଠକରେ କେନ୍ଦ୍ର ସହଯୋଗ ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ନକ୍ସଲ ଅପରେଶନ ତୀବ୍ର କରିବାକୁ ୧୨ କମ୍ପାନୀ ଫୋର୍ସ ମାଗିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ଛତିଶଗଡ଼ରେ ନକ୍ସଲ ଅପରେଶନ ଜୋରଦାର କରାଯାଇଛି। ସେଠାକାର ନକ୍ସଲଙ୍କର ଓଡ଼ିଶାରେ…

ମାଓବାଦୀଙ୍କୁ ଅସ୍ତ୍ରତ୍ୟାଗ ପାଇଁ ଶାହାଙ୍କ ଆହ୍ବାନ

ନୂଆଦିଲ୍ଲୀ,୨୦ା୯: ମାଓବାଦୀମାନେ ସେମାନଙ୍କ ଅସ୍ତ୍ରଶସ୍ତ୍ର ତ୍ୟାଗକରି ଆତ୍ମସମର୍ପଣ କରିବା ନିମନ୍ତେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଶୁକ୍ରବାର ଅପିଲ୍‌ କରିଛନ୍ତି। ସେମାନେ ଯଦି ହିଂସାତ୍ମକ ପନ୍ଥା ପରିତ୍ୟାଗ ନ କରନ୍ତି, ତେବେ ଲାଲ୍‌ ଆତଙ୍କର ମୂଳୋତ୍ପାଟନ କରିବାକୁ ଅଭିଯାନ ଆରମ୍ଭ ହେବ…

ଅମିତ ଶାହାଙ୍କ ଗାଡ଼ିକୁ ପିଛା କଲେ କିଛି ଲୋକ, ଡିଏସ୍‌ପି କହିଲେ…

ନୂଆଦିଲ୍ଲୀ,୨୦ା୭: ଶନିବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ସୁରକ୍ଷା କ୍ଷେତ୍ରରେ ଏକ ବଡ଼ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଭାଜପା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଝାଡ଼ଖଣ୍ଡର ରାଞ୍ଚିରେ ପହଞ୍ଚିଥିଲେ ଅମିତ ଶାହା। ତେବେ ସେ ଯିବା ସମୟରେ ତାଙ୍କ ଗାଡ଼ିକୁ କିଛି…

ହରିୟାଣାରେ କିଏ ହେବ ମୁଖ୍ୟମନ୍ତ୍ରୀ, ଖୋଲି କହିଦେଲେ ଅମିତ ଶାହା

ଚଣ୍ଡିଗଡ଼,୨୯ା୬: ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ରାଜନୈତିକ ଅସ୍ଥିରତା ତୀବ୍ର ହୋଇଛି। ସେପଟେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର ହରିୟାଣାର ମୁଖ୍ୟମନ୍ତ୍ରୀ କିଏ ହେବ ଖୋଲି କହି ଦେଇଛନ୍ତି। ଶାହା କହିଛନ୍ତି, ମୁଖ୍ୟମନ୍ତ୍ରୀ ନୟାବ ସିଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri