Tag Archives: Amit saha

ନବୀନଙ୍କ ଉପରେ ଖୁବ୍‌ ବର୍ଷିଲେ ଶାହା

ଭଞ୍ଜନଗର,୧୫ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାରେ ବୁଧବାର ଭାଜପା ପକ୍ଷରୁ ବିଜୟ ସଂକଳ୍ପ ସମାବେଶ ହୋଇଥଲା। ଏଥିରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟର ନବୀନ ସରକାର ବିରୋଧରେ ବର୍ଷିଥିଲେ। ଶାହା କହିଛନ୍ତି, ଭାଜପା…

କଟକରେ ଶାହାଙ୍କ ରୋଡ୍‌ ଶୋ’

କଟକ,୧୫ା୫: ୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ଓଡ଼ିଶା ଗସ୍ତରେ ଆସି ଆଜି ପ୍ରଥମେ ଗଞ୍ଜାମରେ…

ଭାଜପା ସରକାର ଆସିଲେ ପ୍ରଥମେ ସାବାଡ୍‌ ହେବେ ଚିଟ୍‌ଫଣ୍ଡକାରୀ

ସୋରଡ଼ା,୧୫ା୫: ବୁଧବାର ଓଡ଼ିଶା ଗସ୍ତରେ ଆସି ଗଞ୍ଜାମ ଜିଲାର ସୋରଡ଼ାଠାରେ ଆୟୋଜିତ ଏକ ସମାବେଶରେ ଯୋଗ ଦେଇଥିଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା। ସେ ତାଙ୍କ ଅଭିଭାଷଣରେ କହିଥିଲେ, ଭାଜପା ସରକାର ଆସିଲେ ପ୍ରଥମେ…

ପାକିସ୍ତାନର ପରମାଣୁ ବୋମାକୁ ଭାରତ ଡରେ ନାହିଁ: ଶାହା

ନୂଆଦିଲ୍ଲୀ,୧୧ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶନିବାର କଂଗ୍ରେସ ଏବଂ ଏହାର ନେତାଙ୍କ ଉପରେ କଡ଼ା ଆକ୍ରମଣ କରିଛନ୍ତି। ତେଲଙ୍ଗାନାରେ ଏକ ନିର୍ବାଚନୀ ସମାବେଶକୁ ସମ୍ବୋଧିତ କରି ଶାହା କହିଛନ୍ତି, କଂଗ୍ରେସ ନେତା ମଣି ଶଙ୍କର ଆୟାର କହିଛନ୍ତି ଯେ,…

୨୦୨୪ ନିର୍ବାଚନ ହେଉଛି ମୋଦି ବନାମ ରାହୁଲ, କାହିଁକି ଏପରି କହିଲେ ଶାହା…

ହାଇଦ୍ରାବାଦ,୯ା୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନୀ ସଭାରେ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଶାହା ଗୁରୁବାର କହିଛନ୍ତି, ୨୦୨୪ ହେଉଛି ରାହୁଲ ଗାନ୍ଧୀ ବନାମ ନରେନ୍ଦ୍ର ମୋଦି। ଏହା ‘ବିକାଶ ପାଇଁ ଭୋଟ୍‌’ ଏବଂ ‘ଜିହାଦ ପାଇଁ ଭୋଟ୍‌’…

ଗାନ୍ଧୀନଗରରୁ ଶାହାଙ୍କୁ ଟକ୍କର ଦେବେ…

ନୂଆଦିଲ୍ଲୀ,୧୩ା୪: ଗୁଜରାଟର ଗାନ୍ଧୀନଗର ଲୋକ ସଭା ନିର୍ବାଚନ ମଣ୍ଡଳୀରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିପକ୍ଷରେ କଂଗ୍ରେସରୁ ସୋନାଲ ପଟେଲ ଲଢ଼େଇ କରିବେ। ସୋନାଲ କହିଛନ୍ତି, ବରିଷ୍ଠ ଭାଜପା ନେତାଙ୍କ ବିରୋଧରେ ନିର୍ବାଚନ ଲଢ଼ିବାକୁ ସେ ଆଦୌ ଦ୍ୱିଧା କରୁନାହାନ୍ତି…

ଲାଲୁଙ୍କୁ ଶାହା ଦେଲେ ଏମିତି ଚେତାବନୀ

ପାଟନା,୯ା୩: ବିହାରରେ ନୂଆ ଏନ୍‌ଡିଏ ସରକାର ଗଠନ ପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଥମ ଥର ପାଇଁ ପାଟନାରେ ପହଞ୍ଚିଛନ୍ତି। ଶନିବାର ପାଟନା ନିକଟ ପାଲିଗଞ୍ଜରେ ଏକ ସାଧାରଣ ସଭାରେ ଉଦ୍‌ବୋଧନ ଦେଇ ଶାହା କହିଛନ୍ତି, ମୁଁ ବିହାରବାସୀଙ୍କୁ…

କେରଳ ବ୍ଲାଷ୍ଟ ପରେ ଆକ୍ସନ ମୋଡରେ ଅମିତ ଶାହା, ଏନଆଇଏ-ଏନଏସଜିକୁ ଦେଲେ ଯାଞ୍ଚ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯।୧୦: କେରଳର କୋଚିରେ ଥିବା ଏକ କନଭେନସନ ସେଣ୍ଟରରେ ୟହୋବା ସାକ୍ଷିଙ୍କ ପ୍ରାର୍ଥନା ସଭାରେ ରବିବାର ଗୋଟିଏ ପରେ ଗୋଟିଏ ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୬ରୁ ଅଧିକ ଆହତ ହୋଇଛନ୍ତି। ଏହି ବିସ୍ଫୋରଣ ପରେ…

‘ସୀମା ହେଉ ଅବା ଆଭ୍ୟନ୍ତରୀଣ ସୁରକ୍ଷା ପୋଲିସଙ୍କ ବିନା ସମ୍ଭବ ନୁହେଁ’, ଶାହା କହିଲେ ଏମାନଙ୍କ ଡ୍ୟୁଟି ସବୁଠାରୁ ଚ୍ୟାଲେଞ୍ଜିଂ

ନୂଆଦିଲ୍ଲୀ,୨୧।୧୦: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ କୌଣସି ଦେଶରେ ସଚେତନ ପୋଲିସ ବିନା ସୀମା ଏବଂ ଆଭ୍ୟନ୍ତରୀଣ ସୁରକ୍ଷା ସମ୍ଭବ ନୁହେଁ। ରାଷ୍ଟ୍ରୀୟ ପୋଲିସ ମେମୋରିଆଲରେ ଅମିତ ଶାହା ଏହା କହିଛନ୍ତି। ସୂଚନାଯୋଗ୍ୟ, ଆଜି ହେଉଛି ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?