ନିର୍ମଳାଙ୍କ ବଜେଟ୍ ଉପସ୍ଥାପନ ପରେ ଅମିତ ଶାହାଙ୍କ ପ୍ରତିକ୍ରିୟା, କହିଲେ ୨୦୪୭ ସୁଦ୍ଧା ହେବ… ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ରବିବାର ଲଗାତର ନବମ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ (୨୦୨୬-୨୭) ଉପସ୍ଥାପନ କରିଛନ୍ତି। ବଜେଟ୍ ସମୟରେ ଅନେକ ବଡ଼ ଘୋଷଣା କରାଯାଇଛି। ବଜେଟ୍ ଘୋଷଣା ପରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରତିକ୍ରିୟା ଦେଇଥିଲେ।…