Tag Archives: amit shah

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ସେ କହିଛନ୍ତି, ଦେଶରେ ତିନି ତଲାକ୍‌ ପ୍ରଥା…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର ରହମାନ ଗୁରୁବାର (୬ ଅଗଷ୍ଟ) କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ। ବୈଠକ…

ପଶ୍ଚିମବଙ୍ଗ ରାଜନୀତିରେ ବଡ଼ ଟ୍ୱିଷ୍ଟ! ଅମିତ ଶାହାଙ୍କ ସହ ଏହି ଏମପିଙ୍କ ବୈଠକଙ୍କୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ନୂଆ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇଛି । ତୃଣମୂଳ କଂଗ୍ରେସ (TMC) ଛାଡ଼ିଥିବା ତିନିଜଣ ମୁସଲିମ ଏମପି ଆଜି ସଂସଦ ଭବନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବାକୁ ଯାଉଛନ୍ତି । ଏହି ବୈଠକକୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଗୁରୁବାର ଦିନ ଉଚ୍ଚ ସଦନରେ ବକ୍ତବ୍ୟ ଦେଇ ଖାର୍ଗେ କହିଛନ୍ତି,…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ ସୁରକ୍ଷା ସହିତ ଜଡିତ ପ୍ରମୁଖ ପ୍ରସଙ୍ଗଗୁଡ଼ିକ ଉପରେ ଆଲୋଚନା କରାଯାଉଛି । ପ୍ରତିରକ୍ଷା,…

ଲୋକ ସଭାରେ ରାହୁଲ ଖୋଲାଖୋଲି କହିଦେଲେ ଏକ ବଡ଼ କଥା, ରାଗିଗଲେ କିରେନ ରିଜିଜୁ, କହିଲେ କ୍ଷମା ନ ମାଗିଲେ…

ନୂଆଦିଲ୍ଲୀ,୨୯ା୭: ଲୋକ ସଭାରେ ପେପର ଲିକ୍‌ ବିରୋଧୀ ବିଲ୍‌ ସମୟରେ ରାହୁଲ ଗାନ୍ଧୀ ତାଙ୍କର ଭାଷଣ ରଖିଥିଲେ। ଏହି ସମୟରେ ରାହୁଲ ଜୋର୍‌ ଦେଇ କହିଥିଲେ ଯେ, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପ୍ରଦର୍ଶନକାରୀଙ୍କ ଉପରେ ପେଲେଟ ଗନ ଗୁଳି ଚଳାଇବାକୁ…

ଅମିତ ଶାହାଙ୍କ ବୈଠକ, ନଡ୍ଡାଙ୍କ ଚିଠି, ସୋନମଙ୍କ ପତ୍ନୀଙ୍କୁ ଫୋନ…, ଜାଣନ୍ତୁ ୱାଙ୍ଗଚୁକଙ୍କ ଅନଶନ ଶେଷ ପଛର ଇନସାଇଡ଼ ଷ୍ଟୋରୀ

ନୂଆଦିଲ୍ଲୀ,୨୪।୭: NEET ପେପର୍‌ ଲିକ ମାମଲାକୁ ନେଇ ଦିଲ୍ଲୀର ଜନ୍ତରମନ୍ତରରେ ଛାତ୍ରଙ୍କ ପ୍ରତିବାଦ ଏବଂ ୨୬ ଦିନ ଧରି ଅନଶନରେ ଥିବା ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା କେନ୍ଦ୍ର ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟିଥିଲା। ଏହା ପ୍ରଶାସନ ପାଇଁ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ ହୋଇଥିବା ନେଇ ବରଗଡ଼ ଏମପି ପ୍ରଦୀପ ପୁରୋହିତ ସୂଚନା ଦେଇଛନ୍ତି। ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ…

ଦେଶକୁ ନିଶାମୁକ୍ତ କରିବା ପାଇଁ ଶାହଙ୍କ ପ୍ରୟାସ ଆରମ୍ଭ; ନିଶାଦ୍ରବ୍ୟ ବିରୋଧରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୭।୫: ଭାରତକୁ ନକ୍ସଲବାଦରୁ ସଫଳତାର ସହିତ ମୁକ୍ତ କରିବା ପରେ, ସ୍ବରାଷ୍ଟମନ୍ତ୍ରୀ ଅମିତ ଶାହା ଏବେ ଦେଶକୁ ନିଶାମୁକ୍ତ କରିବା ପାଇଁ ଏକ ପ୍ରୟାସ ଆରମ୍ଭ କରିଛନ୍ତି। ଏଥିପାଇଁ, ସେ ଏକ ପ୍ରମୁଖ ଘୋଷଣା କରିଛନ୍ତି। ବିଶେଷକରି, ଗତ ଶୁକ୍ରବାର, ଆର.ଏନ.…

ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ନିଜ ପରାଜୟ ଲୁଚାଇବା ପାଇଁ ରାହୁଲ ସବୁବେଳେ ଅଭିଯୋଗ କରୁଛନ୍ତି।…

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…

କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କ ନାଁ ଘୋଷଣା କରିଛନ୍ତି। ଫଳରେ ଶୁଭେନ୍ଦୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?