amit shah

‘ମୌସୁମୀରେ ମଧ୍ୟ ମାଓବାଦୀଙ୍କୁ ଶୋଇବାକୁ ଦେବୁ ନାହିଁ’: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଚେତାବନୀ

ରାୟପୁର, ୨୨।୬: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଛତିଶଗଡ଼ରେ ମାଓବାଦୀଙ୍କୁ କଡ଼ା ଚେତାବନୀ ଦେଇ କହିଛନ୍ତି ଯେ, ଏଥର ମୌସୁମୀ ଋତୁରେ ମଧ୍ୟ ମାଓବାଦୀମାନଙ୍କୁ ଶୋଇବାକୁ ଦିଆଯିବ…

9 months ago

ଦେଶର ଇଂରାଜୀ କହୁଥିବା ଲୋକମାନେ ନିଜକୁ ଲଜ୍ଜିତ ଅନୁଭବ କରିବେ: କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୯।୬: ଭାରତୀୟ ଭାଷାଗୁଡ଼ିକ ଦେଶର ଆତ୍ମା ଏବଂ ସାଂସ୍କୃତିକ ପରିଚୟର ପ୍ରତୀକ ଏବଂ ଏବେ ଆମର ଭାଷାଗତ ଐତିହ୍ୟକୁ ପୁନଃ ଗ୍ରହଣ କରିବା ଏବଂ ବିଶ୍ୱ ସମ୍ମୁଖରେ…

9 months ago

ଆତଙ୍କବାଦୀଙ୍କୁ ଅମିତ ଶାହଙ୍କ କଡ଼ା ଚେତାବନୀ, କହିଲେ- ‘ଖୋଜି ଖୋଜି ମାରିବୁ’

ନୂଆଦିଲ୍ଲୀ,୧।୫: ପହଲଗାମ୍ ଆକ୍ରମଣ ଘଟଣାରେ ପ୍ରତିକ୍ରିୟା ଦେଇ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆତଙ୍କବାଦୀଙ୍କୁ କଡା ଚେତାବନୀ ଦେଇଛନ୍ତି। ପ୍ରତିଟି ଆତଙ୍କବାଦୀଙ୍କୁ ଖୋଜି ଖୋଜି ମାରିବାକୁ ସେ…

11 months ago

ଗଠନ ହେଲା ଉଚ୍ଚସ୍ତରୀୟ ବିପର୍ଯ୍ୟୟ ପରିଚାଳନା କମିଟି କମିଟି: ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ମିଳିଲା ବଡ ଦାୟିତ୍ୱ

ନୂଆଦିଲ୍ଲୀ, ୩୦।୪: ଦେଶରେ ବିପର୍ଯ୍ୟୟ ପରିଚାଳନାକୁ ଅଧିକ ଦକ୍ଷ ଓ ଫଳପ୍ରଦ କରିବା ଲକ୍ଷ୍ୟରେ କେନ୍ଦ୍ର ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ଏହି କମିଟିର…

11 months ago

‘ବସିଥିବା ଡାଳକୁ ହାଣୁଛନ୍ତି ଶାହା’

କୋଲକାତା,୧୭ା୪: ମୁର୍ଶିଦାବାଦରେ ଓ୍ବକ୍‌ଫ ଆଇନ ବିରୋଧୀ ହିଂସା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କୁ ଦାୟୀ କରିଛନ୍ତି। ମମତା କହିଛନ୍ତି,…

11 months ago

ଅମିତ ଶାହାଙ୍କ ଘୋଷଣା- ୨୦୨୬ ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀମୁକ୍ତ ହେବ ଭାରତ 

ନୂଆଦିଲ୍ଲୀ,୨୦।୩: ଛତିଶଗଡ଼ରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ଗୁରୁବାର ବିଜାପୁର-ଦନ୍ତେୱାଡା ସୀମାରେ ସୁରକ୍ଷା ବାହିନୀ ୨୨ ଜଣ ମାଓବାଦୀଙ୍କୁ ହତ୍ୟା କରିଛନ୍ତି। ଏହି ଅବସରରେ ଗୃହମନ୍ତ୍ରୀ…

12 months ago

Pulwama Attack: ମୁଣ୍ଡ ନୁଆଁଇବ ନାହିଁ ଭାରତ; ଆତଙ୍କବାଦୀଙ୍କୁ ଚେତାବନୀ ଦେଳେ ମୋଦି-ଶାହା

ନୂଆଦିଲ୍ଲୀ,୧୪।୨: ୧୪ ଫେବୃଆରୀ ୨୦୧୯ରେ ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ଭାରତର ଇତିହାସରେ ଏକ କଳା ଅଧ୍ୟାୟ ଭାବରେ ଲିପିବଦ୍ଧ କରାଯାଇଛି। ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥର ଅବନ୍ତିପୋରାର…

1 year ago

App ban: ଦେଶରେ ୮୦୫ଟି ଆପ, ୩୨୬୬ଟି ୱେବସାଇଟ ବ୍ୟାନ୍‌

ନୂଆଦିଲ୍ଲୀ,୧୨।୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ବଡ଼ ନିଷ୍ପତ୍ତି ନେଇଛନ୍ତି। ସଂସଦୀୟ କମିଟି ବୈଠକରେ ସେ କହିଛନ୍ତି, ଜାତୀୟ ସୁରକ୍ଷା କାରଣରୁ ୮୦୫ଟି ଆପ ଏବଂ ୩୨୬୬ଟି ୱେବସାଇଟ…

1 year ago

ମୁଁ ଇସ୍ତଫା ଦେଲେ ଖଡ୍‌ଗେଙ୍କର କିଛି ଲାଭ ହେବ ନାହିଁ, ଆଉ ୧୫ ବର୍ଷ ଅପେକ୍ଷା କରନ୍ତୁ: ଅମିତ ଶାହା

ନୂଆଦିଲ୍ଲୀ,୧୮।୧୨: ଆମ୍ବେଦକର ବିବାଦକୁ ନେଇ ଗୃହ ମନ୍ତ୍ରୀ ଅମିତ ଶାହା କଂଗ୍ରେସ ଉପରେ ବର୍ଷିଛନ୍ତି। ସମ୍ବିଧାନକୁ ନେଇ ବିତର୍କ ବେଳେ ରାଜ୍ୟ ସଭାରେ ସେ ଯାହା ବି…

1 year ago

‘୩୭୦’ କୁ ନେଇ ଇନ୍ଦିରାଙ୍କୁ ମାନେ ପକାଇଲେ ଅମିତ ଶାହା, ଜାଣନ୍ତୁ କାହିଁକି ?

ପରଭାନି/ଜଲଗାଓଁ/ଧୁଲେ,୧୩ା୧୧: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ସ୍ବର୍ଗରୁ ଓହ୍ଲାଇ ଆସିଲେ ବି ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ପୁନଃ ଅବସ୍ଥାପିତ କରିପାରିବେ ନାହିଁ…

1 year ago

ନିଜ୍ଜାର ହତ୍ୟା ପାଇଁ ଶାହା ଦେଇଥିଲେ ନିର୍ଦ୍ଦେଶ, କାନାଡା ମନ୍ତ୍ରୀଙ୍କ ଅଭିଯୋଗ

ଓଟ୍ଟାଓ୍ବା,୩୦ା୧୦: କାନାଡାରେ ଶିଖ୍‌ ବିଚ୍ଛିନ୍ନତାବାଦୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ ହିଂସା, ଧମକ ଓ ଗୋଇନ୍ଦା ତଥ୍ୟ ସଂଗ୍ରହର ଏକ ଅଭିଯାନ ଚଳାଇବାକୁ ଭାରତର ସ୍ବରାଷ୍ଟ୍ର ମନ୍ତ୍ରୀ…

1 year ago

ଗାନ୍ଧିନଗରରେ ଅମିତ ଶାହାଙ୍କ ଐତିହାସିକ ବିଜୟ

ଗାନ୍ଧିନଗର,୪।୬: ଗୁଜରାଟର ସବୁଠାରୁ ହାଇ ପ୍ରୋଫାଇଲ ଆସନରୁ ପୁଣି ଥରେ ଭାଜପା ଟିକେଟରେ ନିର୍ବାଚନ ଲଢ଼ିଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୭ ଲକ୍ଷରୁ ଅଧିକ…

2 years ago